Low pressure will intensify in the next 24 hours
ଓଡ଼ିଶା 

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହେବ ଲଘୁଚାପ, ସତର୍କବାଣୀ ଦେଲା ପାଣିପାଗ ବିଭାଗ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହେବ ଲଘୁଚାପ, ସତର୍କବାଣୀ ଦେଲା ପାଣିପାଗ ବିଭାଗ ଭୁବନେଶ୍ୱର:ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର କ୍ରମଶଃ ଘନୀଭୂତ ହେବାରେ ଲାଗିଛି । ଏହା ଧିରେ ଧିରେ ଅବପାତର ରୂପ ନେଇ ପଶ୍ଚିମ-ଉତ୍ତର, ପଶ୍ଚିମ ଦିଗରେ ଓଡ଼ିଶା-ଛତିଶଗଡ଼ ମଧ୍ୟ ଦେଇ ଗତି କରିବ । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ କରାଇଛି । ଗତକାଲିଠାରୁ ରାଜ୍ୟରେ କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ଜାରି ରହିଛି । ସେହିପରି ଆସନ୍ତା ୨୪ ଘଣ୍ଟାରେ ମଧ୍ୟ ବର୍ଷାର ପରିମାଣ ବଢ଼ିପାରେ ବୋଲି ସୂଚନା ମିଳିଛି । ପାଣିପାଗ […]
Read More...

Advertisement