mahanadi cross danger line
ଓଡ଼ିଶା 

ଫୁଲିଛି ମହାନଦୀ : ଶନିବାର ରାତିରେ ବନ୍ୟା !

ଫୁଲିଛି ମହାନଦୀ : ଶନିବାର ରାତିରେ ବନ୍ୟା ! ସମ୍ବଲପୁର/ଭୁବନେଶ୍ୱର: ସେପ୍‌ଟେମ୍ବର ୧୭: ଲଗାଣ ବର୍ଷା ପରେ ହୀରାକୁଦ ଡ୍ୟାମରେ ଜଳସ୍ତର ବୃଦ୍ଧି ପାଇଛି । ଜଳ ନିଷ୍କାସନ ନେଇ ୨୮ଟି ଗେଟ୍‌ ଖୋଲାଯାଇଥିବାରୁ ଜଳର ପ୍ରବାହ ଅଧିକ ରହିଛି । ତେଣୁ ମହାନଦୀ ସଂଲଗ୍ନ ତଳିଆ ଅଞ୍ଚଳ ଗୁଡ଼ିକରେ ଛୋଟ ଧରଣର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ ବୋଲି ଆକଳନ କରାଯାଉଛି । ତେବେ ଏହି ସମ୍ଭାବ୍ୟ ବନ୍ୟା ସମ୍ପର୍କରେ ସୂଚନା ଦେଇଛନ୍ତି ଏସଆରସି ପ୍ରଦୀପ ଜେନା । ସେ କହିଛନ୍ତି ଯେ, ଛତିଶଗଡ଼ରେ ପ୍ରବଳ […]
Read More...

Advertisement