mao neta sanbyasachi panda at hospital
<% catList.forEach(function(cat){ %>
<%= cat.label %>
<% }); %>
<%- node_title %>
Published On
By <%= createdBy.user_fullname %>
<%- node_title %>
Published On
By <%= createdBy.user_fullname %>
<% if(node_description!==false) { %>
<%= node_description %>
<% } %>
<% catList.forEach(function(cat){ %>
<%= cat.label %>
<% }); %>
Read More...
ହସ୍ପିଟାଲରେ ମାଓ ନେତା ସବ୍ୟସାଚୀ
Published On
By Samaya Live
ବ୍ରହ୍ମପୁର: ଜୁଲାଇ ୦୫: ମେଡିକାଲରେ ମାଓନେତା ସବ୍ୟସାଚୀ ପଣ୍ଡା । ବ୍ରହ୍ମପୁର ଏମକେସିଜି ମେଡିକାଲରେ ଅସ୍ତ୍ରୋପଚାର ଲାଗି ଭର୍ତ୍ତି ହୋଇଛନ୍ତି ମାଓବାଦୀ ନେତା ସବ୍ୟସାଚୀ ପଣ୍ଡା । ଏନେଇ ସବ୍ୟସାଚୀଙ୍କ ଓକିଲଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ତେବେ କିଛି ଦିନ ହେଲା ସବ୍ୟସାଚୀଙ୍କ କାନରେ ଯନ୍ତ୍ରଣା ହେଉଥିଲା । ଏହାପରେ ଡାକ୍ତରଙ୍କ ପରାମର୍ଶ ପରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । କଡ଼ା ସୁରକ୍ଷା ମଧ୍ୟରେ ସବ୍ୟସାଚୀ ପଣ୍ଡାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି […]

