Medical Students Of VIMSAR
ଓଡ଼ିଶା 

ବୁର୍ଲା ଭୀମସାରର ୨୨ ଜଣ ଡାକ୍ତରୀ ଛାତ୍ରଛାତ୍ରୀ କୋରାନା ସଂକ୍ରମିତ

ବୁର୍ଲା ଭୀମସାରର ୨୨ ଜଣ ଡାକ୍ତରୀ ଛାତ୍ରଛାତ୍ରୀ କୋରାନା ସଂକ୍ରମିତ ସମ୍ବୁଲପୁର: ନଭେମ୍ବର ୨୩ : ବୁର୍ଲା ଭୀମସାରର ୨୨ ଜଣ ଡାକ୍ତରୀ ଛାତ୍ରଛାତ୍ରୀ କୋରାନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମସ୍ତଙ୍କୁ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ସଂକ୍ରମିତଙ୍କ ମଧ୍ୟରେ ପ୍ରଥମ ବର୍ଷ, ଦ୍ୱିତୀୟ ଓ ତୃତୀୟ ଓ ଚତୁର୍ଥ ବର୍ଷର ଛାତ୍ରଛାତ୍ରୀ ଥିବା ଜଣାପଡ଼ିଛି । ସଂକ୍ରମିତ ହୋଇଥିବା ଛାତ୍ରୀଛାତ୍ରୀମାନେ ହଷ୍ଟେଲରେ ରହୁଥିବା ଖବର ରହିଛି । ଅନ୍ୟପକ୍ଷେ, ହଷ୍ଟେଲରେ ରହୁଥିବା ଅନ୍ୟ ଛାତ୍ରଛାତ୍ରୀମାନଙ୍କର ମଧ୍ୟ କୋଭିଡ୍‌ ପରୀକ୍ଷା କରାଯାଇଛି । […]
Read More...

Advertisement