Meteorological Department in Bhubaneswar report
ଓଡ଼ିଶା  ପାଣିପାଗ 

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ, ପ୍ରବଳ ବର୍ଷାର ସମ୍ଭାବନା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ, ପ୍ରବଳ ବର୍ଷାର ସମ୍ଭାବନା ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହି ଘୂର୍ଣ୍ଣିବଳୟ ପରବର୍ତ୍ତୀ ୪୮ ଘଣ୍ଟାରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପରେ ପରିଣତ ହେବ । ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ 24ଘଣ୍ଟା ମଧ୍ୟରେ ଘୁର୍ଣ୍ଣି ବଳୟ, ପ୍ରଭାବରେ ପରବର୍ତ୍ତୀ 48ଘଣ୍ଟା ମଧ୍ୟରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସମ୍ଭାବନା!!! […]
Read More...

Advertisement