ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କର ସ୍ୱତନ୍ତ୍ର ସଚିବ ନିଯୁକ୍ତ । ମିର୍ଦ୍ଧା ଟପ୍ପୋ ମୁଖ୍ୟମନ୍ତ୍ରୀଙ୍କର ସ୍ୱତନ୍ତ୍ର ସଚିବ ନିଯୁକ୍ତ ହୋଇଛନ୍ତି । ଏହା ପୂର୍ବରୁ ସେ କେନ୍ଦୁଝର ଡୁଡାରେ ପ୍ରକଳ୍ପ ନିର୍ଦେଶକ ଭାବରେ କାର୍ଯ୍ୟରତ ଥିଲେ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

Comments are closed.