Modi on Self-reliant India
ଦେଶ- ବିଦେଶ 

74ତମ ସ୍ୱାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ ସମ୍ବୋଧିତ କରି ଆତ୍ମନିର୍ଭର ଭାରତ ଉପରେ ଗୁରୁତ୍ୱାରୋପ କଲେ ପ୍ରଧାନମନ୍ତ୍ରୀ

74ତମ ସ୍ୱାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ ସମ୍ବୋଧିତ କରି ଆତ୍ମନିର୍ଭର ଭାରତ ଉପରେ ଗୁରୁତ୍ୱାରୋପ କଲେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର : ଅଗଷ୍ଟ ୧୫:ଦେଶର 74ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଐତିହାସକ ଲାଲକିଲ୍ଲାଠାରେ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି । ଏହି ଅବସରରେ ଦେଶବାସୀଙ୍କୁ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ କୋଭିଡ଼-19 ପରିଚାଳନା ସଂପର୍କୀତ ସରକାରଙ୍କ ପକ୍ଷରୁ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ପ୍ରସଙ୍ଗର ଅବତାରଣା କରିଥିଲେ । ପ୍ରଧାନମନ୍ତ୍ରୀ କହିଲେ ଯେ କୋଭିଡ଼-19 ପରିଚାଳନାର ଅଂଶବିଶେଷ ସ୍ୱରୂପ ଆତ୍ମନିର୍ଭର ଭାରତ ଅଭିଯାନ କାର୍ଯ୍ୟକ୍ରମ ମାଧ୍ୟମରେ ବିଭିନ୍ନ ପ୍ରକାର […]
Read More...

Advertisement