Monsoon in Odisha
ଓଡ଼ିଶା 

ଆଜି ପ୍ରବଳ ବର୍ଷା ସମ୍ଭାବନା, ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଆଜି ପ୍ରବଳ ବର୍ଷା ସମ୍ଭାବନା, ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ମୌସୁମୀ ପ୍ରଭାବ ଜାରି ରହିଥିବାରୁ ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ହେଉଛି । ତେବେ ଆଜି ରାଜ୍ୟରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି । ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାର କେତେକ ଅଞ୍ଚଳରେ ଭୀଷଣ ବର୍ଷାର ସମ୍ଭାବନା ରହିଥିବାରୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି […]
Read More...
ଓଡ଼ିଶା 

୨୪ ଘଣ୍ଟାରେ ରାଜ୍ୟବ୍ୟାପୀ ବର୍ଷା; ୮ ଜିଲ୍ଲାରେ ପ୍ରବଳ ବର୍ଷିବ

୨୪ ଘଣ୍ଟାରେ ରାଜ୍ୟବ୍ୟାପୀ ବର୍ଷା;  ୮ ଜିଲ୍ଲାରେ ପ୍ରବଳ ବର୍ଷିବ ଭୁବନେଶ୍ୱର : ଜୁନ ୧୩:୨୪ ଘଣ୍ଟାରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା ଥିଲାବେଳେ ୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ରବିବାର ମଧ୍ୟାହ@ ମଧ୍ୟରେ ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ଜିଲ୍ଲା ସମେତ ରାଜ୍ୟର ଅନ୍ୟ ବହୁ ଜିଲ୍ଲାର ଅନେକ ସ୍ଥାନରେ […]
Read More...

Advertisement