MSP for rabi crops
ଦେଶ- ବିଦେଶ 

ରବି ଫସଲର ଏମଏସପି ବୃଦ୍ଧି

ରବି ଫସଲର ଏମଏସପି ବୃଦ୍ଧି ନୂଆଦିଲ୍ଲୀ : କେନ୍ଦ୍ର ସରକାର ୨୦୨୨-୨୩ ମାର୍କେଟିଂ ଋତୁ ପାଇଁ ରବି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି)କୁ ବଢାଇଛନ୍ତି । ଫସଲ ବିବିଧକରଣକୁ ପ୍ରୋତ୍ସାହିତ କରିବାକୁ ଏହି ନିଷ୍ପତ୍ତି ନିଆଯାଇଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା ଅର୍ଥନୈତିକ ବ୍ୟାପାର ସମ୍ପର୍କିତ କ୍ୟାବିନେଟ୍‌ କମିଟି ବୈଠକରେ ଏ ସମ୍ପର୍କିତ ଏକ ପ୍ରସ୍ତାବକୁ ମଂଜୁରୀ ଦିଆଯାଇଛି । ମସୁର ଡାଲି ଓ ସୋରିଷର ଏମଏସପି କୁଇଣ୍ଟାଲ ପିଛା ସର୍ବାଧିକ ୪୦୦ ଟଙ୍କା […]
Read More...

Advertisement