mumbai international film festival
ମନୋରଞ୍ଜନ 

ସପ୍ତଦଶ ମୁମ୍ବାଇ ଆନ୍ତର୍ଜାତିକ ଚଳଚ୍ଚିତ୍ର ଉତ୍ସବ ୨୦୨୨

ସପ୍ତଦଶ ମୁମ୍ବାଇ ଆନ୍ତର୍ଜାତିକ ଚଳଚ୍ଚିତ୍ର ଉତ୍ସବ ୨୦୨୨ ମୁମ୍ବାଇ: ମଇ ୨୮: ରବିବାରଠାରୁ ଆରମ୍ଭ ହେବ ସପ୍ତଦଶ ମୁମ୍ବାଇ ଆନ୍ତର୍ଜାତିକ ଚଳଚ୍ଚିତ୍ର ଉତ୍ସବ । ଏହି ଉତ୍ସବଟି ସ୍ୱ୍ୱତନ୍ତ୍ର ଭାବେ ପ୍ରାମାଣିତ ଚିତ୍ର, କ୍ଷୁଦ୍ର ଚଳଚ୍ଚିତ୍ର ଓ ଆନିମେସନ ଫିଲ୍ମ ପାଇଁ ଉଦ୍ଦିଷ୍ଟ । ଏହା ମୁମ୍ବାଇର ଫିଲ୍ମ ଡିଭିଜନ କମ୍ପ୍ଲେକ୍ସ ପରିସରରେ ଆୟୋଜିତ ହେବ । ଏହି ଉତ୍ସବ ଏକ ସପ୍ତାହ ଧରି ଚାଲିବ । ଏଥର ମୁମ୍ବାଇ ଆର୍ନ୍ତଜାତିକ ଚଳଚ୍ଚିତ୍ର ଉତ୍ସବ ପାଇଁ ସମଗ୍ର ବିଶ୍ୱରୁ ବେଶ୍‌ ଭଲ ପ୍ରତିନିଧିତ୍ୱ ମିଳିଛି । […]
Read More...

Advertisement