ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ନୋଡାଲ ବୈଠକ: ସ୍ମାର୍ଟ କାର୍ଡ ବଣ୍ଟନ ନେଇ ପ୍ରସ୍ତୁତି

ନବରଙ୍ଗପୁର,ସେପ୍‌ଟେମ୍ବର ୨୦: ନବରଙ୍ଗପୁର ଜିଲ୍ଲାପାଳ ଡ଼ଃ ଅଜିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ନୋଡାଲ ବୈଠକ ଏବଂ ବିଜୁ ସ୍‌୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସମ୍‌୍ୱନ୍ଧୀୟ ସ୍ମାର୍ଟ କାର୍ଡ ବଣ୍ଟନ ନିମିତ୍ତ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଜୁ ସ୍‌୍ୱାସ୍ଥ କଲ୍ୟାଣ ଯୋଜନାର ସ୍ମାର୍ଟ ସ୍‌୍ୱାସ୍ଥ କାର୍ଡ ଜିଲ୍ଲାର ସମ୍ପୃକ୍ତ ହିତାଧିକାରୀ ମାନଙ୍କୁ କିଭଳି ସୁଚାରୁ ରୂପେ ବଣ୍ଟନ କରାଯାଇପାରିବ ସେ ସମ୍ପର୍କରେ ଆଲୋଚନା କରାଯାଇଥିଲା । ନବରଙ୍ଗପୁର ଜିଲ୍ଲାରେ କାର୍ଡର ସୁବଣ୍ଟନ ସମୟରେ ଜିଲ୍ଲା ଠାରୁ ଗ୍ରାମ ସ୍ତର ପର୍ଯ୍ୟନ୍ତ କେଉଁ ଅଧିକାରୀଙ୍କ କେଉଁ ଦାଇତ୍ୱ ରହିବ ସେ ସମ୍ପର୍କରେ ବିସ୍ତୃତ ଭାବରେ ଆଲୋଚନା ହୋଇଥିଲା । ଜିଲ୍ଲାରେ ୩,୧୮,୬୧୭ ବିଜୁ ସ୍‌୍ୱାସ୍ଥ କାର୍ଡ ହିତାଧିକାରୀ ମାନଙ୍କ ମଧ୍ୟରେ ବଣ୍ଟନ କରିବା ପାଇଁ ସ୍ଥିର କରାଯାଇଛି । ବୈଠକରେ ନୋଡାଲ ଅଧିକାରୀ, ପିଡି ଡିଆରଡିଏ , ରତ୍ନାକର ସାହୁ, ଅତିରିକ୍ତ ଜିଲ୍ଲାପାଳ, ଭାସ୍କର ରଇତ, ଉପ ଜିଲ୍ଲାପାଳ, ଅଗ୍ରୱାଲ ଅକ୍ଷୟ ସୁନିଲ, ସମନ୍‌୍ୱିତ ଆଦିବାସୀ ଉନ୍ନୟନ ପ୍ରକଳ୍ପ ପ୍ରଶାସକ, ଅଭିମନ୍ୟୁ ମାଝୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ, ଜିଲ୍ଲା ପଞ୍ଚାୟତ ଅଧିକାରୀ, ଶିଶିର କୁମାର ପାଣି, ଜିଲ୍ଲା ଶ୍ରମ ଅଧିକାରୀ, ନରେନ୍ଦ୍ର କୁମାର ଗାଇପାଇ, ଉପ ମୁଖ୍ୟ କାର୍ଯ୍ୟ ର୍ନିର୍ବାହି ଅଧିକାରୀ, ଓଡ଼ିଆ ଗ୍ରାମୀଣ ଉନ୍ନତି ଓ ବିପଣନ ସଂସ୍ଥା, ଉମା ମହେଶ, ଜିଲ୍ଲା ନିୟୋଜନ ଅଧିକାରୀ, ତ‰ମସି ମହାପାତ୍ର, ଜିଲ୍ଲା ମଙ୍ଗଳ ଅଧିକାରୀ, ସ୍ମୁତି ରଞ୍ଜନ ସାମନ୍ତରାୟ, ଅଧିକ୍ଷକ ଯନ୍ତ୍ରୀ, ଗ୍ରାମ୍ୟ ଜଳ ଯୋଗାଣ ଏବଂ ପରିମଳ, ଅମରେନ୍ଦ୍ର ପାଢ଼ୀଙ୍କ ବ୍ୟତୀତ, ଜିଲ୍ଲାର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ସମସ୍ତ ତହସିଲଦାର,ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ, ଚୌଧୁରୀ ଶୋଭାରାଣୀ ମିଶ୍ର, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, ସ୍ୱର୍ଣ୍ଣଲତା ବିଶ୍ୱାସ, ଜିଲ୍ଲା ଶିକ୍ଷା ଅଧିକାରୀ, ଚନ୍ଦ୍ରଶେଖର ପାଣିଗ୍ରାହୀ, ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଚିକିତ୍ସା ଅଧିକାରୀ, ଜିଲ୍ଲା ଯୋଗାଣ ଅଧିକାରୀ, ସଂଜୀବ କୁମାର ସାହୁ, ର୍ନିବାହୀ ଯନ୍ତ୍ରୀ, ରାସ୍ତା ଓ ଗୃହ ର୍ନିମାଣ, ପ୍ରଫୁଲ୍ଲ କୁମାର ମିଶ୍ର, ର୍ନିବାହୀ ଯନ୍ତ୍ରୀ, ଗ୍ରାମ୍ୟ ର୍ନିମାଣ ବିଭାଗ,ସୁଦାମ ଚରଣ ମହାପାତ୍ର, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ହଳଧର ନିହାଲ, ଜେନେରାଲ ମ୍ୟାନଜେର, ଜିଲ୍ଲା ଶିଳ୍ପ କେନ୍ଦ୍ର, ଏ ବାଣେଶ୍ୱର ରାଓ ସୁବୁଦ୍ଧି, ସହକାରୀ ନିବନ୍ଧକ, ସମବାୟ ସମିତି ସମୂହ, ସନ୍ତୋଷ କୁମାର ଦାସ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ସୁଧାଂଶୁ ପାତ୍ରଙ୍କ ବ୍ୟତୀତ ଜିଲ୍ଲାର ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

Launching Ceremony of “AYUSHMAN BHARAT

Comments are closed.