Naveen Patnaik
ଓଡ଼ିଶା 

ଘୁଞ୍ଚିଲ।ନି ଓପିଏସସି ପରୀକ୍ଷ।

ଘୁଞ୍ଚିଲ।ନି ଓପିଏସସି ପରୀକ୍ଷ। ଭୁବନେଶ୍ୱର: ଜାନୁଆରୀ ୨୦: ନିର।ଶ ଆଶ।ୟୀ ପରୀକ୍ଷ।ର୍ଥୀ । ଘୁଞ୍ଚିଲ।ନି ଓପିଏସ୍ସି ପରୀକ୍ଷ। । ଆଜିଠୁ ଆରମ୍ଭ ହେବ ସିଭିଲ୍ ସର୍ଭିସ ଓ ଜ।ନୁଆରୀ ୨୩ରେ ହେବ ଆସିଷ୍ଟ।ଣ୍ଟ ସର୍ଜନ ପରୀକ୍ଷ। । ପ୍ରେସ୍ ରିଲିଜ ଜରିଆରେ ସ୍ପଷ୍ଟ କଲେ ଲୋକସେବ। ଆୟୋଗ । ପରୀକ୍ଷା ସମୟରେ ସବୁ ପରୀକ୍ଷ।ର୍ଥୀଙ୍କୁ ଏନ୍-୯୫ ମ।ସ୍କ ପିନ୍ଧିବ।କୁ ପର।ମର୍ଶ ଦିଆଯାଇଛି। କୋଭିଡ୍ ଲକ୍ଷଣ ଦେଖ।ଗଲେ ସ୍ୱତନ୍ତ୍ର ପ୍ରକୋଷ୍ଠରେ ହେବ ପରୀକ୍ଷ। । ସୂଚନ।ଯୋଗ୍ୟ, ଯେ ଗତ କିଛି ଦିନ ତଳେ […]
Read More...
ଓଡ଼ିଶା 

ନିୟମ ପାଳନରେ ହେଳା କଲେ ପୁଣି ଥରେ ଲକ୍କଡାଉନ ଲାଗୁ ହେବ : ମୁଖ୍ୟମନ୍ତ୍ରୀ

ନିୟମ ପାଳନରେ ହେଳା କଲେ ପୁଣି ଥରେ ଲକ୍କଡାଉନ ଲାଗୁ ହେବ : ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ଅଗଷ୍ଟ ୪: ତୃତୀୟ ଲହର ସଂପର୍କରେ ବୈଜ୍ଞାନିକ ଓ ବିଶେଷଜ୍ଞମାନେ ସତର୍କ କରିସାରିଲେଣି । ବିଶ୍ବର ବିଭିନ୍ନ ସ୍ଥାନରେ ତୃତୀୟ ଲହର ଭୟଙ୍କର ହେବାରେ ଲାଗିଛି। ତେଣୁ ଏପରି ପରିସ୍ଥିତିରେ କୋଭିଡ ନିୟମ ପାଳନରେ କୌଣସି ଢିଲା ଗୁରୁତର ହୋଇପାରେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି । ଆଜି ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଏକ ବାର୍ତ୍ତା ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନୟକ କହିଛନ୍ତି ଯେ ଅନ୍‌ଲକ୍‌ ପରେ କେତେକ ମାର୍କେଟରେ ଵହୁତ ଭିଡ ହେଉଛି […]
Read More...
ଓଡ଼ିଶା 

ଦେଶର ପ୍ରଥମ ସହର ଭାବେ ପୁରୀ ରେ ‘ ଡ୍ରିଙ୍କ ଫ୍ରମ ଟ୍ୟାପ’

ଦେଶର ପ୍ରଥମ ସହର ଭାବେ ପୁରୀ ରେ ‘ ଡ୍ରିଙ୍କ ଫ୍ରମ ଟ୍ୟାପ’ ପୁରୀ:(ସବ୍ୟୁ): ଜୁଲାଇ ୨୭: ପାଇପ୍ ଯୋଗେ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀସହରବାସୀଙ୍କ ନିମନ୍ତେ ଉତ୍ସର୍ଗ କରିଛନ୍ତି । ଭିଡ଼ିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଆଜି ଏହି ପ୍ରକଳ୍ପର ଉଦ୍‌ଘାଟନ କରି କହିଥିଲେ ଯେ, ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବାରେ ପୁରୀ ହେଉଛି ଦେଶର ପ୍ରଥମ ସହର । ଏହାଦ୍ୱାରା ପୁରୀର ଜନସାଧାରଣ ଟ୍ୟାପ୍‌ରୁ ସିଧାସଳଖ ଉଚ୍ଚମାନର ପିଇବା ପାଣି ପାଇପାରିବେ । ମୁଖ୍ୟମନ୍ତ୍ରୀ କହିଥିଲେଯେ,ବିଶ୍ୱର ବଡ଼ ବଡ଼ ସହରରେ […]
Read More...
ଓଡ଼ିଶା 

ଭଲରେ ଭଲରେ ସରିଲା ମହାପ୍ରଭୁଙ୍କ ନବଦିନ ଯାତ୍ରା; ସମସ୍ତଙ୍କୁ ଧନ୍ୟବାଦ-ମୁଖ୍ୟମନ୍ତ୍ରୀ

ଭଲରେ  ଭଲରେ ସରିଲା ମହାପ୍ରଭୁଙ୍କ ନବଦିନ ଯାତ୍ରା; ସମସ୍ତଙ୍କୁ ଧନ୍ୟବାଦ-ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ଜୁଲାଇ ୨୦: କୋ‍ଭିଡ କଟକଣା ମଧ୍ୟରେ ସମସ୍ତଙ୍କ ସହଯୋଗରେ ମହାପ୍ରଭୁଙ୍କ ନବଦିନ ଯାତ୍ରା ସୁରୁଖୁରୁରେ ଶେଷ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆନନ୍ଦ ପ୍ରକାଶ କରିଛନ୍ତି। ଏହି କଠିନ ପରିସ୍ଥିତିରେ ମହାପ୍ରଭୂଙ୍କ କରୁଣା ଯୋଗୁ ଏହା ସମ୍ଭବ ହୋଇପାରିଲା ବୋଲି ବର୍ଣ୍ଣନାକରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ମହାପ୍ରଭୁଙ୍କ ନିକଟରେ ତାଙ୍କର ଭକ୍ତି ନିବେଦନ କରିଛନ୍ତି । ସେବାୟତମାନେ ଯେଭଳି ଭକ୍ତି ଓ ସମର୍ପଣର ଭାବ ନେଇ ମହାପ୍ରଭୁଙ୍କ ନୀତିକାନ୍ତି ଠିକ୍ ସମୟରେ ସମ୍ପନ୍ନ କଲେ […]
Read More...
ଓଡ଼ିଶା 

ପୂଜା ଛୁଟି ଯାଏ ସ୍କୁଲ,କଲେଜ ବନ୍ଦ; ମୁଖ୍ୟମନ୍ତ୍ରୀ

ପୂଜା ଛୁଟି ଯାଏ ସ୍କୁଲ,କଲେଜ ବନ୍ଦ; ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ଅଗଷ୍ଟ ୨୭: ବର୍ତ୍ତମାନର ପରିସ୍ଥିତିରେ ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କ ଉଦ୍‌ବେଗକୁ ଦୃଷ୍ଟିରେ ରଖି ସ୍କୁଲ କଲେଜ ପୂଜା ଛୁଟି ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଗ୍ରାମ୍ୟ ଅର୍ଥନୀତିର ପୁନଃରୁଦ୍ଧାର ପାଇଁ ଅଧିକ ଋଣ ସହାୟତା, ଏମ୍‌ଏସ୍‌ଏମ୍‌ଇ, କୃଷି, ମତ୍ସ୍ୟ ଓ ପଶୁପାଳନ ଏବଂ ସ୍ୱୟଂ ସହାୟକ ଗୋଷ୍ଠୀ ଉପରେ ଅଧିକ ଗୁରୁତ୍ୱ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବୁଧବାର […]
Read More...
ଓଡ଼ିଶା 

ନିଟ୍‌ ଓ ଜେଇଇ ପରୀକ୍ଷା ଘୁଞ୍ଚାଇବାକୁ କେନ୍ଦ୍ରକୁ ଚିଠିଲେଖିଲେ ମୁଖ୍ୟମନ୍ତ୍ରୀ

ନିଟ୍‌ ଓ ଜେଇଇ ପରୀକ୍ଷା ଘୁଞ୍ଚାଇବାକୁ କେନ୍ଦ୍ରକୁ ଚିଠିଲେଖିଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ଅଗଷ୍ଟ ୨୫: ନିଟ୍‌ ଏବଂ ଜେଇଇ ପରୀକ୍ଷା ଘୁଞ୍ଚାଇ ଦେବା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରୀୱାଲଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସାଂପ୍ରତିକ କରୋନା ପରିସ୍ଥିତିରେ ଏହି ପରୀକ୍ଷା ଘୁଞ୍ଚାଇବା ସପକ୍ଷରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଏହି ମହାମାରୀ ସମୟରେ ଏଭଳି ପରୀକ୍ଷା ନିରାପଦ ନୁହେଁ ଓ ଛାତ୍ରଛାତ୍ରୀମାନେ ସଂପୃକ୍ତ ପରୀକ୍ଷା କେନ୍ଦ୍ରକୁ ଯିବା ମଧ୍ୟ ଠିକ ନୁହେଁ । […]
Read More...
ଓଡ଼ିଶା 

ମାଇକ୍ରୋସଫ୍ଟ ଟ୍ରାନ୍ସଲେଟର ରେ ଉପଲବ୍ଧ ହେଲା ଓଡ଼ିଆ ଭାଷା

ମାଇକ୍ରୋସଫ୍ଟ ଟ୍ରାନ୍ସଲେଟର ରେ ଉପଲବ୍ଧ ହେଲା ଓଡ଼ିଆ ଭାଷା ଭୁବନେଶ୍ୱର : ଅଗଷ୍ଟ ୧୭: ମାଇକ୍ରୋସଫ୍ଟ ଟ୍ରାନ୍ସଲେଟର ରେ ଏବେ ଓଡ଼ିଆ ଭାଷା ଉପଲବ୍ଧ ହେବ । ମାଇକ୍ରୋସଫ୍ଟ ପକ୍ଷରୁ କରାଯାଇଥିବା ଘୋଷଣା ଅନୁସାରେ ମାଇକ୍ରୋସଫ୍ଟ ଟ୍ରାନ୍ସଲେଟର ଆପ୍‌ ଟ୍ରାନ୍ସଲେଟର ଫର୍‌ ବିଙ୍ଗ ଓ ମାଇକ୍ରୋସଫ୍ଟ ଆଜ୍ୟୋର କଗନିଟିଭ ‌ ସର୍ଭିସେସ ଟ୍ରାନ୍ସଲେଟରରେ ଓଡ଼ିଆ ଭାଷାର ଅନୁବାଦ ଉପଲବ୍ଧ ହେବ । ଏହାଦ୍ୱାରା ଇଂରାଜୀ କିମ୍ବା ଅନ୍ୟ ଭାଷାରୁ ଓଡ଼ିଆକୁ ଏବଂ ଓଡ଼ିଆରୁ ଅନ୍ୟ ଭାଷାକୁ ଅନୁବାଦ କରିହେବ । ପୂର୍ବରୁ ଗୁଗୁଲ ଟ୍ରାନ୍ସଲେଟରରେ ଓଡ଼ିଆ ଭାଷାକୁ […]
Read More...
ଓଡ଼ିଶା 

୭୪ ତମ ସ୍ୱାଧୀନତା ଦିବସ ପାଳନ ଅବସର ରେ ରାଜ୍ୟବାସୀ ଙ୍କୁ ଉଦବୋଧନ ଦେଲେ ମୁଖ୍ୟମନ୍ତ୍ରୀ

୭୪ ତମ ସ୍ୱାଧୀନତା ଦିବସ ପାଳନ ଅବସର ରେ ରାଜ୍ୟବାସୀ ଙ୍କୁ ଉଦବୋଧନ ଦେଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ଅଗଷ୍ଟ ୧୫: ଭୁବନେଶ୍ୱର ର ପ୍ରଦର୍ଶନୀ ପଡିଆ ରେ ପାଳିତ ହେଲା ରାଜ୍ୟ ସ୍ଥରୀୟ ସ୍ୱାଧୀନତା ଦିବସ I ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ଜାତୀୟ ପତାକା ଉତ୍ତୋଳନ କରି ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଉଦବୋଧନ ଦେଇଛନ୍ତି I ୭୪ ତମ ସ୍ୱାଧୀନତା ଦିବସ ପାଳନ ର ପ୍ରାରମ୍ଭରେ ସେ ଓଡ଼ିଶାର ବୀରପୁତ୍ରମାନଙ୍କୁ ସମ୍ମାନ ଜଣାଇବା ସହ ବୀର ଯବାନମାନଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି I ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ବିଗତ ୫ ମାସ […]
Read More...
ଓଡ଼ିଶା 

କୋଭିଡ୍‌ ଯୋଦ୍ଧାଙ୍କ ପାଇଁ ୨ ମିନିଟ୍‌ ନିରବ ପ୍ରାର୍ଥନା: ରାଜ୍ୟବାସୀଙ୍କୁ ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ

କୋଭିଡ୍‌ ଯୋଦ୍ଧାଙ୍କ ପାଇଁ ୨ ମିନିଟ୍‌ ନିରବ ପ୍ରାର୍ଥନା: ରାଜ୍ୟବାସୀଙ୍କୁ ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ଅଗଷ୍ଟ ୫:କୋଭିଡ ଯୋଦ୍ଧାଙ୍କ ପାଇଁ ଦୁଇ ମିନିଟ ନିରବ ପ୍ରାର୍ଥନା କରିଛନ୍ତି ଓଡ଼ିଶାବାସୀ । ମାନବ ଜାତି ପ୍ରତି ସେମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇ ରାଜ୍ୟବାସୀଙ୍କୁ ୮ ସୂତ୍ରୀ ଶପଥ ପାଠ କରାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସାରା ଓଡ଼ିଶାରେ ସନ୍ଧ୍ୟା ୬ଟାରେ ୨ମିନିଟ୍‌ ପାଇଁ ଅଟକିଯାଇଥିଲା ଜୀବନ ଯାତ୍ରା । ରାସ୍ତଘାଟ, ଅଫିସ କଚେରି, ବଜାର ଆଦି ସ୍ଥାନରେ ଲୋକମାନେ ଛିଡ଼ା ହୋଇ ନିରବ ପ୍ରାର୍ଥନା କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ […]
Read More...
ଓଡ଼ିଶା 

ସେରମ ଇନଷ୍ଟିଚ୍ୟୁଟ ସିଇଓଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ସେରମ ଇନଷ୍ଟିଚ୍ୟୁଟ ସିଇଓଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ଜୁଲାଇ ୨୨: କରୋନା ଟୀକ ପ୍ରସ୍ତୁତିର ଅଗ୍ରଗତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସେରମ ଇନଷ୍ଟିଚ୍ୟୁଟର ସିଇଓ ଅଦାର ପୁନାୱାଲାଙ୍କ ସହ ଭିଡିଓ କଲରେ କଥା ହୋଇଛନ୍ତି । ଅକ୍ସଫୋର୍ଡ ବିଶ୍ୱବିଶ୍ୱାଳୟର ସହ ମିଳିତ ଉଦ୍ୟମରେ ସେରମ ଇନଷ୍ଟିଚ୍ୟୁଟ କୋଭିଡ ଟୀକା ପାଇଁ ଉଦ୍ୟମ ଜାରି ରଖିଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଛନ୍ତି । ଆବଶ୍ୟକ ଅନୁମତି ମିଳିବା ପରେ ଓଡିଶାରେ ଟୀକାକରଣ କାମରେ ପୁନାୱାଲା ସହ ଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ଅପିଲ […]
Read More...
ଓଡ଼ିଶା 

ଲୋକ ଆସିବେନି ସରକାରୀ ଅଫିସ; October ୨ ଯାଏ ଅନଲାଇନରେ ମିଳିବ ସେବା

ଲୋକ ଆସିବେନି ସରକାରୀ ଅଫିସ; October ୨ ଯାଏ ଅନଲାଇନରେ ମିଳିବ ସେବା ଭୁବନେଶ୍ୱର :ଜୁଲାଇ ୯: ଆଉ ଲୋକଙ୍କୁ ଆସିବାକୁ ପଡ଼ିବନି ସରକାରୀ ଅଫିସ । ଏଣିକି ଅନ୍‌ଲାଇନରେ ମିଳିବ ସେବା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୃହ ଏବଂ ସାଧାରଣ ପ୍ରଶାସନ ବିଭାଗ ପାଇଁ ୫-ଟି ପଦକ୍ଷେପ ଅଧୀନରେ ୮ଟି ଟେକ୍ନୋଲୋଜି ଚାଳିତ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ମୋ ସରକାର ଶାସନର ଗୁଣବତ୍ତାରେ ଏକ ଉଲ୍ଲେଖନୀୟ ପରିବର୍ତ୍ତନ ଆଣିଛି । ଓଡ଼ିଶା ଦେଶର ପ୍ରଥମ ରାଜ୍ୟ ଯାହାକି […]
Read More...
ରାଜନୀତି  ଓଡ଼ିଶା 

ବିଜେଡିର ନୂଆ ପଦାଧିକାରୀ ନିଯୁକ୍ତ; ୮ ବରିଷ୍ଠଉପସଭାପତି, ୯ ଉପସଭାପତି, ଜଣେ ସାଧାରଣ ସଂପାଦକ

ବିଜେଡିର ନୂଆ ପଦାଧିକାରୀ ନିଯୁକ୍ତ; ୮ ବରିଷ୍ଠଉପସଭାପତି, ୯ ଉପସଭାପତି, ଜଣେ ସାଧାରଣ ସଂପାଦକ ଭୁବନେଶ୍ୱର : ଜୁଲାଇ ୦୧:ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ବରିଷ୍ଠ କର୍ମକର୍ତ୍ତାଙ୍କୁ ନିଯୁକ୍ତି ଦେଇଛନ୍ତି । ଆଠଜଣ ବରିଷ୍ଠ ଉପସଭାପତି ଓ ୯ଜଣ ଉପସଭାପତିଙ୍କୁ ନିଯୁକ୍ତି ମିଳିଛି । ପ୍ରଥମ ଥର ଲାଗି ନବନିଯୁକ୍ତ ୯ ଉପସଭାପତିଙ୍କୁ ସ୍ୱତନ୍ତ୍ର ଦାୟିତ୍ୱ ଦିଆଯାଇଛି । ଏଥିସହ ଜଣଙ୍କୁ ସାଧାରଣ ସମ୍ପାଦକ ଭାବେ ଦାୟିତ୍ୱ ମିଳିଛି । ବରିଷ୍ଠ ଉପସଭାପତି ଭାବେ ଅନଙ୍ଗ ଉଦୟ ସିଂଦେଓ, ପ୍ରସନ୍ନ ଆଚାର୍ଯ୍ୟ, ପ୍ରସନ୍ନ ପାଟ୍ଟଶାଣୀ, ପ୍ରଫୁଲ୍ଲ ସାମଲ, ବିଜୟଶ୍ରୀ ରାଉତରାୟ, ଲାଲବିହାରୀ […]
Read More...

Advertisement