New Positive Cases
ଓଡ଼ିଶା 

୨୪ ଘଣ୍ଟାରେ ରାଜ୍ୟରେ ୧, ୫୩୯ କରୋନା ସଂକ୍ରମିତ ଏବଂ ୨, ୪୮୩ ସୁସ୍ଥ

୨୪ ଘଣ୍ଟାରେ ରାଜ୍ୟରେ ୧, ୫୩୯ କରୋନା ସଂକ୍ରମିତ ଏବଂ ୨, ୪୮୩ ସୁସ୍ଥ ଭୁବନେଶ୍ୱର: ଫେବୃଆରୀ ୧୨ :୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧, ୫୩୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୩୪୨ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ନୂଆ ସଂକ୍ରମଣଙ୍କ ମଧ୍ୟରୁ ୮୯୭ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୬୪୨ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୨ ଲକ୍ଷ ୭୬ ହଜାର ୧୧୪ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ଖୋର୍ଦ୍ଧାରେ […]
Read More...

Advertisement