New Positive
ଓଡ଼ିଶା 

୨୪ ଘଣ୍ଟାରେ ରାଜ୍ୟରେ ୧୭୧ ଜଣ କରୋନା ସଂକ୍ରମିତ ଏବଂ ୧ ମୃତ

୨୪ ଘଣ୍ଟାରେ ରାଜ୍ୟରେ ୧୭୧ ଜଣ କରୋନା ସଂକ୍ରମିତ ଏବଂ ୧ ମୃତ ଭୁବନେଶ୍ୱର: ନଭେମ୍ବର ୨୨ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୮, ୧୦୪ ସ୍ୱାବ ଟେଷ୍ଟ ମଧ୍ୟରୁ ୧୭୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୩୪ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୯୮ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୭୩ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୪୭ ହଜାର ୧୭୪ ଜଣ କରୋନାରେ […]
Read More...

Advertisement