Next CJI
ଦେଶ- ବିଦେଶ 

ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ ଉଦୟ ଉମେଶ ଲଳିତ

ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ ଉଦୟ ଉମେଶ ଲଳିତ ଦିଲ୍ଲୀ: ଚଳିତ ମାସ ୨୬ ତାରିଖରେ ପ୍ରଧାନ ବିଚାରପତି ଜଷ୍ଟିସ୍‌ ଏନ୍‌ଭି ରମଣା ଅବସର ନେବାକୁ ଯାଉଛନ୍ତି । ଏହାପୂର୍ବରୁ ଭାରତ ସରକାର ତାଙ୍କ ଉତ୍ତରାଧିକାରୀ ଭାବେ ବିଚାରପତି ଜଷ୍ଟିସ ଉଦୟ ଉମେଶ ଲଲିତଙ୍କୁ ଚୟନ କରିଛନ୍ତି । ଏନେଇ ବୁଧବାରଦିନ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ପ୍ରଧାନ ବିଚାରପତିଙ୍କ ସଚିବାଳୟକୁ ଏକ ପତ୍ର ପଠାଯାଇ ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତିଙ୍କ ନାମ ସୁପାରିସ କରିବାକୁ କୁହାଯାଇଥିଲା । ବରିଷ୍ଠତା ଭିତ୍ତିରେ ଜଷ୍ଟିସ ଲଳିତ ଜଷ୍ଟିସ ରମଣାଙ୍କ […]
Read More...

Advertisement