niladri bije niti
ଓଡ଼ିଶା 

ଆଜି ଶ୍ରୀଜିଉଙ୍କ ନୀଳାଦ୍ରି ବିଜେ

ଆଜି ଶ୍ରୀଜିଉଙ୍କ ନୀଳାଦ୍ରି ବିଜେ ପୁରୀ: ଜୁଲାଇ ୧୨: ଆଜି ମହାପ୍ରଭୁଙ୍କ ନୀଳାଦ୍ରି ବିଜେ ନୀତି । ନବଦିନାତ୍ମକ ଯାତ୍ରା ସାରି ନିଜ କର୍ମ ଭୂମିକୁ ଫେରିବେ ତୁର୍ଦ୍ଧାମୂରତି । ଏକାଦଶୀ ଦିନ ସୁନାବେଶ, ଦ୍ୱାଦଶୀରେ ଅଧରପଣା ଓ ତ୍ରୟୋଦଶୀ ତିଥିରେ ନୀଳାଦ୍ରି ବିଜେ ହୋଇଥାଏ । ଏହି ପରମ୍ପରା ଦୀର୍ଘ ଅନେକ ବର୍ଷ ଧରି ହୋଇ ଆସୁଛି । ନୀଳାଦ୍ରି ବିଜେ ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ଦଇତାପତି ନିଯୋଗ ସହ ଏ ସମ୍ବନ୍ଧରେ ଆଲୋଚନା କରାଯାଇ ପହଣ୍ଡି ହୋଇଥାଏ । ଏପଟେ […]
Read More...

Advertisement