Nirmalprava devi passes away
ଓଡ଼ିଶା 

ଚିର ନିଦ୍ରାରେ ସାରସ୍ୱତ ସାଧିକା ନିର୍ମଳପ୍ରଭା ଦେବୀ

ଚିର ନିଦ୍ରାରେ ସାରସ୍ୱତ ସାଧିକା ନିର୍ମଳପ୍ରଭା ଦେବୀ ଭୁବନେଶ୍ୱର : ବିଶିଷ୍ଟ ସାରସ୍ୱତ ସାଧିକା ଶ୍ରୀମତୀ ନିର୍ମଳପ୍ରଭା ନାୟକଙ୍କର ଆଜି ଏଠାରେ ଏକ ଘରୋଇ ଡାକ୍ତରଖାନାରେ ପରଲୋକ ହୋଇଯାଇଛି । ତାଙ୍କ ମୃତ୍ୟୁରେ ସାହିତ୍ୟ, ରାଜନୀତି ଓ ସମାଜସେବା ସହ ଜଡିତ ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି । ନିର୍ମଳପ୍ରଭା କିଛି ଦିନ ଧରି ବାର୍ଦ୍ଧକ୍ୟଜନିତ ସମସ୍ୟାରେ ପୀଡିତ ଥାଇ ନାନାଦି ସ୍ୱାସ୍ଥ୍ୟଗତ ଭୋଗୁଥିଲେ ଏବଂ ଚାରି ଦିନ ତଳେ ତାଙ୍କ ସ୍ୱାସ୍ଥ୍ୟରୋ ଅବନତି ହେବାରୁ ତାଙ୍କୁ ରାଜଧାନୀର ଏକ ଘରୋଇ ଡାକ୍ତରଖାନାରେ […]
Read More...

Advertisement