no.1 health card in india
ଓଡ଼ିଶା 

ମାଲକାନଗିରିରେ ବିଏସ୍‌କେୱାଇ ସ୍ମାଟ୍‌ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ମାଲକାନଗିରିରେ ବିଏସ୍‌କେୱାଇ ସ୍ମାଟ୍‌ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ଅଗଷ୍ଟ ୨୦: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲକାନଗିରି ଜିଲ୍ଲା ଗସ୍ତରେ ଯାଇ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ବା ବିଏସ୍‌କେୱାଇ ସ୍ମାଟ୍‌ କାର୍ଡର ଶୁଭାରମ୍ଭ ସହ ବଣ୍ଟନ କରିଛନ୍ତି । ସ୍ଥାନୀୟ ସଂସ୍କୃତି ଭବନରେ ଏଥିଲାଗି ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । କାର୍ଯକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହିତ ୫-ଟି ସଚିବ ଭିକେ ପାଣ୍ଡିଆନ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ପ୍ରମୁଖ ଯୋଗ ଦେଇଥିଲେ । ସୂଚନା ଅନୁସାରେ, ମାଲକାନଗିରି ଜିଲ୍ଳାରେ ୧ଲକ୍ଷ […]
Read More...

Advertisement