No Ratha Yatra this year
ଓଡ଼ିଶା 

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ; ହେବନି ପୁରୀ ରଥଯାତ୍ରା

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ; ହେବନି ପୁରୀ ରଥଯାତ୍ରା ଭୁବନେଶ୍ୱର : ଜୁନ ୧୮:ଚଳିତ ବର୍ଷ ପୁରୀରେ ରଥଯାତ୍ରା ହେବନାହିଁ ବୋଲି ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ସୁପ୍ରିମକୋର୍ଟଙ୍କର ଏହି ନିର୍ଦ୍ଦେଶ ଫଳରେ ରଥଯାତ୍ରା ହେବ କି ନହେବ ସେଥିନେଇ ଲାଗି ରହିଥିବା ଦ୍ୱନ୍ଦ ଏବେ ଦୂର ହୋଇଛି । ସୁପ୍ରିମକୋର୍ଟ କହିଛନ୍ତି ଯେ, ଯଦି ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଅନୁମିତ ଦିଆଯିବ, ତେବେ ଆମକୁ ଭଗବାନ ଜଗନ୍ନାଥ କ୍ଷମା ଦେବେ ନାହିଁ । କରୋନା ମହାମାରୀ ସମୟରେ ଏହାକୁ ଅନୁମତି ଦିଆଯାଇ ନ ପାରେ । […]
Read More...

Advertisement