ମେଡିସିନରେ ୨ ବୈଜ୍ଞାନିକଙ୍କୁ ନୋବେଲ

ନୂଆଦିଲ୍ଲୀ :୨୦୨୪ ବର୍ଷ ପାଇଁ ନୋବେଲ ପୁରସ୍କାର ଘୋଷଣା ସୋମବାର ଠାରୁ ଆରମ୍ଭ ହୋଇଛି । ମେଡିସିନ୍ କ୍ଷେତ୍ର ପାଇଁ ଏହି ସମ୍ମାନର ବିଜେତାଙ୍କ ନାମ ଆଜି ଘୋଷଣା କରାଯାଇଛି। ଚଳିତ ବର୍ଷ ଆମେରିକାର ଭିକ୍ଟର ଆମ୍ବ୍ରୋସ୍‌‌ ଓ ଗ୍ୟାରୀ ରୁଭକୁନଙ୍କୁ ମେଡିସିନ୍ ପାଇଁ ନୋବେଲ ପୁରସ୍କାର ପ୍ରଦାନ କରାଯିବ। ମାଇକ୍ରୋ ଆରଏନଏ ଆବିଷ୍କାର ପାଇଁ ଉଭୟଙ୍କୁ ଏହି ସମ୍ମାନ ମିଳିବ।

Govt

Comments are closed.