North-West Bay of Benga
ଓଡ଼ିଶା 

ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷିବ

ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷିବ ଭୁବନେଶ୍ୱର: ଅଗଷ୍ଟ ୨୭: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣି ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇ ଆଗାମୀ ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ସୂଚନା ଦେଇଛି । ତେବେ ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ୍‌ ଦୁଇ ଦିନ ପୂର୍ବରୁ ଏହି ଲଘୁଚାପ ସମ୍ପର୍କରେ ପୂର୍ବ ସୂଚନା ଦେଇସାରିଥିଲା । ଆଇଏମ୍‌ଡି […]
Read More...

Advertisement