Odia artist
ଓଡ଼ିଶା 

ବିଶିଷ୍ଟ ଓଡ଼ିଆ କଣ୍ଠଶିଳ୍ପୀ ଲତା ଘୋଷଙ୍କ ପରଲୋକ

ବିଶିଷ୍ଟ ଓଡ଼ିଆ କଣ୍ଠଶିଳ୍ପୀ ଲତା ଘୋଷଙ୍କ ପରଲୋକ ଭୁବନେଶ୍ବର: ଆଜି ବିଶିଷ୍ଟ ଓଡ଼ିଶୀ କଣ୍ଠଶିଳ୍ପୀ ଲତା ଘୋଷଙ୍କ ପରଲୋକ ଘଟିଛି। ତାଙ୍କୁ କର୍କଟ ରୋଗ ହୋଇଥିଲା ଓ ମୃତ୍ୟୁ ବେଳକୁ ତାଙ୍କୁ ୬୮ବର୍ଷ ବୟସ ହୋଇଥିଲା। ଦୀର୍ଘ ଦିନ ଧରି ସେ ଭୁବନେଶ୍ବର ଏମ୍‌ସରେ ରହି ଚିକିତ୍ସିତ ହେଉଥିଲେ। ତାଙ୍କ ମୃତ୍ୟୁରେ ସଙ୍ଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ଶେଷ ଦର୍ଶନ କରିବ ପାଇଁ ତାଙ୍କ ବାସଭବନରେ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ରହିଛନ୍ତି। ତାଙ୍କ କଣ୍ଠରୁ ନିଃସୃତ ଓଡ଼ିଶୀ, ଛାନ୍ଦ, ଚମ୍ପୁ, ଭଜନ, […]
Read More...

Advertisement