odia corona news
ଓଡ଼ିଶା 

ରାଜ୍ୟରେ ଆଜି କରୋନା ସଂକ୍ରମିତଙ୍କ ସଂଖ୍ୟାରେ ସାମାନ୍ୟ ବୃଦ୍ଧି ଘଟିଛି,୧ ହଜାର ଉପରେ ରହିଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ରାଜ୍ୟରେ ଆଜି କରୋନା ସଂକ୍ରମିତଙ୍କ ସଂଖ୍ୟାରେ ସାମାନ୍ୟ ବୃଦ୍ଧି ଘଟିଛି,୧ ହଜାର ଉପରେ ରହିଛି କରୋନା ସଂକ୍ରମିତଙ୍କ ସଂଖ୍ୟା ଭୁବନେଶ୍ୱର: ଅଗଷ୍ଟ ୧୦: ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୬, ୮୫୯ ସ୍ୱାବ ଟେଷ୍ଟ ମଧ୍ୟରୁ ୧,୦୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୬୦୫ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୪୩୬ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୯ ଲକ୍ଷ ୮୮ ହଜାର ୯୯୭ ଜଣ ଆକ୍ରାନ୍ତ ହୋଇସାରିଲେଣି । ସେହିପରି ୨୪ ଘଣ୍ଟାରେ ୧, ୪୭୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏବେ ରାଜ୍ୟରେ ମୋଟ୍‌ ସୁସ୍ଥଙ୍କ […]
Read More...
ଦେଶ- ବିଦେଶ 

ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୨୦୪ ରହିଛି

ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୨୦୪ ରହିଛି ଭୁବନେଶ୍ୱର: ଅଗଷ୍ଟ ୧୦: ଦେଶରେ ବୃଦ୍ଧି ପାଉଛି ସୁସ୍ଥତା ହାର । ବର୍ତ୍ତମାନ ଦେଶରେ ସୁସ୍ଥତା ହାର ସର୍ବାଧିକ ୯୭.୪୫ ପ୍ରତିଶତ ରହିଛି । ଗତ ୨୪ ଘଣ୍ଟାରେ ଦେଶରେ ୨୮ ହଜାର ୨୦୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲାବେଳେ ୪୧ ହଜାର ୫୧୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏବେ ଦେଶରେ କରୋନାରୁ ସୁସ୍ଥଙ୍କ ହେଲେଣି ୩ କୋଟି ୧୧ ଲକ୍ଷ ୮୦ ହଜାର ୯୬୮ଜଣ । ଏହାସହ ଦେଶରେ ଗତ ୨୪ […]
Read More...

Advertisement