odiia news
ଓଡ଼ିଶା 

୨୪ ଘଣ୍ଟାରେ ରାଜ୍ୟରେ ୫୩୯ କରୋନା ସଂକ୍ରମିତ ଏବଂ ୪୧୭ ସୁସ୍ଥ

୨୪ ଘଣ୍ଟାରେ ରାଜ୍ୟରେ ୫୩୯ କରୋନା ସଂକ୍ରମିତ ଏବଂ ୪୧୭ ସୁସ୍ଥ ଭୁବନେଶ୍ୱର: ସେପ୍‌ଟେମ୍ବର ୨୪ : ଆଜି ରାଜ୍ୟରେ ୬୮, ୮୧୮ ସ୍ୱାବ ଟେଷ୍ଟ ମଧ୍ୟରୁ ୫୩୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୭୭ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୧୬ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୨୩ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୨୩ ହଜାର ୧୩୩ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି […]
Read More...

Advertisement