Odisha Bagged 2nd position in National Karate Championship 2022
ଖେଳ  ଓଡ଼ିଶା 

ଜାତୀୟ କରାଟେ ପ୍ରତିଯୋଗିତାରେ ଓଡ଼ିଶା ଦ୍ୱିତୀୟ

ଜାତୀୟ କରାଟେ ପ୍ରତିଯୋଗିତାରେ ଓଡ଼ିଶା ଦ୍ୱିତୀୟ ଭୁବନେଶ୍ୱର : ଜୁନ୍‌ ୨୧ : ମହାରାଷ୍ଟ୍ରର ପୁନେଠାରେ ଜାତୀୟ କରାଟେ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ଓଡ଼ିଶା ୪ଟି ସ୍ୱର୍ଣ୍ଣ, ୬ଟି ରୌପ୍ୟ ଓ ୯ଟି ବ୍ରୋଞ୍ଜ ପଦକ ସହ ମୋଟ୍‌ ୧୯ଟି ପଦକ ଜିତି ଦ୍ୱିତୀୟ ସ୍ଥାନରେ ରହିଛି । ଏହି ପ୍ରତିଯୋଗିତା ପୁନେର ବାଲୱାଡି ଇନ୍‌ଡୋର ଷ୍ଟାଡିୟମ୍‌ରେ ୧୭ରୁ ୧୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା । ଓଡ଼ିଶାର ୫୫ ଜଣିଆ ଖେଳାଳି ଓ ଅଫିସିଆଲ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ […]
Read More...

Advertisement