Odisha cadre IAS detected Corona Positive
ଓଡ଼ିଶା 

ଆଇଏଏସ୍‌ ତୁହିନକାନ୍ତ ପାଣ୍ଡେଙ୍କୁ କରୋନା !

ଆଇଏଏସ୍‌ ତୁହିନକାନ୍ତ ପାଣ୍ଡେଙ୍କୁ କରୋନା ! ଭୁବନେଶ୍ୱର : ଜୁନ ୯: କେନ୍ଦ୍ରୀୟ ଡେପୁଟେସନରେ କେନ୍ଦ୍ର ପୁଞ୍ଜି ପ୍ରତ୍ୟାହାର ବିଭାଗର ସଚିବ ଥିବା ଓଡ଼ିଶା କ୍ୟାଡରର ଆଇଏଏସ୍‌ ଅଧିକାରୀ ତୁହିନ୍‌ କାନ୍ତ ପାଣ୍ଡେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ତାଙ୍କର ରିପୋର୍ଟ ପଜିଟିଭ ଆସିବା ପରେ ଏବେ ସେ ନିଜ ଘରେ ସଙ୍ଗରୋଧରେ ରହିଥିବା କୁହାଯାଉଛି । ସେ ନିଜର କୋଭିଡ-୧୯ ପରୀକ୍ଷା କରାଇଥିଲେ ଓ ସ୍ୱାବ ନମୁନା ରିପୋର୍ଟ ପଜିଟିଭ ଆସିବା ପରେ ଏବେ ସେ ନିଜକୁ ସଙ୍ଗରୋଧ କରିଛନ୍ତି । ଶ୍ରୀ […]
Read More...

Advertisement