Odisha CM welcome PM
ଓଡ଼ିଶା 

ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ସ୍ୱାଗତ କଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ସମେତ ବିଶିଷ୍ଟ ବ୍ୟକ୍ତି

ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ସ୍ୱାଗତ କଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ସମେତ ବିଶିଷ୍ଟ ବ୍ୟକ୍ତି Edited by Papu Mohanty ଭୁବନେଶ୍ୱର: May 22:ବାତ୍ୟା ଅମ୍ପନର କ୍ଷୟକ୍ଷତି ପରିଦର୍ଶନ ପାଇଁ ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ୱ୍ୱତନ୍ତ୍ର ବିମାନ ଯୋଗେ ସେ ଭୁବନେଶ୍ୱରରେ ପହଞ୍ଚିଛି ଥିଲେ । ଭୁବନେଶ୍ୱରରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀଙ୍କୁ ସ୍ୱ୍ୱାଗତ କରିବା ପାଇଁ ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ଡିଜିପି ଅଭୟ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ରାଜ୍ୟ […]
Read More...

Advertisement