Odisha Matric Exam Results
ଓଡ଼ିଶା 

ଆସନ୍ତା ଜୁଲାଇ ୬ରେ ପ୍ରକାଶ ପାଇବ ମାଟ୍ରିକ୍‌ ପରୀକ୍ଷାଫଳ

ଆସନ୍ତା ଜୁଲାଇ ୬ରେ ପ୍ରକାଶ ପାଇବ ମାଟ୍ରିକ୍‌ ପରୀକ୍ଷାଫଳ ଜୁଲାଇ ଶେଷ ସପ୍ତାହରେ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପାଇବ । ଭୁବନେଶ୍ୱର: ଆସନ୍ତା ଜୁଲାଇ ୬ ତାରିଖ ଦିନ ୧ଟା ସମୟରେ ମାଟ୍ରିକ୍‌ ପରୀକ୍ଷାଫଳ ପ୍ରକାଶ ପାଇବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ ଗଣମାଧ୍ୟମରେ ସୂଚନା ଦେଇଛନ୍ତି । ଅନ୍ୟପକ୍ଷରେ ଜୁଲାଇ ଶେଷ ସପ୍ତାହରେ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ମଧ୍ୟ ସେ ସୂଚନା ଦେଇଛନ୍ତି । କରୋନା ମହାମାରୀ ଯୋଗୁଁ ୨ବର୍ଷ ପରେ ଏଥର ଅଫଲାଇନରେ […]
Read More...

Advertisement