ଆଜି ଚଳିତ ବର୍ଷର ଶେଷ କ୍ୟାବିନେଟ

ଭୁବନେଶ୍ୱର : ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହେବ ଚଳିତ ବର୍ଷର ରାଜ୍ୟ ଶେଷ କ୍ୟାବିନେଟ I ଆଜି ସନ୍ଧ୍ୟା ୬ଟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନଵୀନ ପଟନାୟକଙ୍କ ଅଧ୍ୟକ୍ଷତାରେ ଏହି ଗୁରୁତ୍ତ୍ୱପୂର୍ଣ୍ଣ ବୈଠକ ବସିବ I ଏହି ବୈଠକରେ ୧୨ଟି ଏଜେଣ୍ଡା ରହିଥିବା ସୂଚନା ମିଳିଛି I ବିଭିନ୍ନ ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିବାର ସମ୍ଭାବନା ରହିଛି । ବିଭିନ୍ନ ସରକାରୀ କର୍ମଚାରୀ ସଂଗଠନ ପକ୍ଷରୁ କରାଯାଇଥିବା ବିଭିନ୍ନ ଦାବି ସମ୍ପର୍କରେ ମଧ୍ୟ ନିଷ୍ପତ୍ତି […]

Samaya Live Picture
Published On

ଭୁବନେଶ୍ୱର : ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହେବ ଚଳିତ ବର୍ଷର ରାଜ୍ୟ ଶେଷ କ୍ୟାବିନେଟ I ଆଜି ସନ୍ଧ୍ୟା ୬ଟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନଵୀନ ପଟନାୟକଙ୍କ ଅଧ୍ୟକ୍ଷତାରେ ଏହି ଗୁରୁତ୍ତ୍ୱପୂର୍ଣ୍ଣ ବୈଠକ ବସିବ I ଏହି ବୈଠକରେ ୧୨ଟି ଏଜେଣ୍ଡା ରହିଥିବା ସୂଚନା ମିଳିଛି I ବିଭିନ୍ନ ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିବାର ସମ୍ଭାବନା ରହିଛି । ବିଭିନ୍ନ ସରକାରୀ କର୍ମଚାରୀ ସଂଗଠନ ପକ୍ଷରୁ କରାଯାଇଥିବା ବିଭିନ୍ନ ଦାବି ସମ୍ପର୍କରେ ମଧ୍ୟ ନିଷ୍ପତ୍ତି ନିଆଯାଇପାରେ ।

Tags: