ଓଡ଼ିଆ କଳାକାର ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ

କଟକ : ଓଲିଉଡ୍‌ କଳାକାର ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ। ସେ ଥଣ୍ଡା, ଜ୍ବରରେ ପୀଡ଼ିତ ହୋଇ କଟକର ସିଡିଏସ୍ଥିତ ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ଫୁସ୍‌ଫୁସ୍‌ ସଂକ୍ରମଣଜନୀତ ସମସ୍ୟା ପାଇଁ ସେ ଅସୁସ୍ଥ ହୋଇ ପଡ଼ିଥିବା ଜଣାପଡିଛି । ମାସେ ହେବ ଥଣ୍ଡା ଜ୍ବରରେ ପୀଡିତ ଥିଲେ ବୁଦ୍ଧାଦିତ୍ୟ । ତେବେ ଶରୀର ଅଧିକ ଅସୁସ୍ଥ ହେବାରୁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ବର୍ତ୍ତମାନ୍ ବୁଦ୍ଧଦିତ୍ୟଙ୍କ ସ୍ଵାସ୍ଥ୍ୟବସ୍ଥା ସ୍ଥିର ଥିବା ସୂଚନା ମିଳିଛି।

ଓଡ଼ିଆ କଳାକାର ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ
Samaya Live Picture
Published On

Tags: