ଗମାଙ୍ଗ ରିଟର୍ନ,ପୁଣି ଧରିଲେ ହାତ

ରାୟଗଡା : ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ, ପତ୍ନୀ ହେମା ଗମାଙ୍ଗ ଓ ପୁଅ ଶିଶିର ଗମାଙ୍ଗ ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି। ଏଆଇସିସି କୋଷାଧ୍ୟକ୍ଷ ଅଜୟ ମାକେନ, ଓଡ଼ିଶା ପ୍ରଭାରୀ ଡ. ଅଜୟ କୁମାରଙ୍କ ଉପସ୍ଥିତିରେ ଏହି ମିଶ୍ରଣ ପର୍ବ ହୋଇଛି । ସେହିପରି ପୂର୍ବତନ ବରଗଡ଼ ସାଂସଦ ସଂଜୟ ଭୋଇ ମଧ୍ୟ ଆଜି କଂଗ୍ରେସରେ ଯୋଗ ଦେଇଛନ୍ତି।

Samaya Live Picture
Published On

Tags: