ଘାଟିରେ ଯାତ୍ରାପାର୍ଟି ଟ୍ରକ ଦୁର୍ଘଟଣା,ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଧଉଳି ଯାତ୍ରାପାର୍ଟି ଗାଡି ଦୁର୍ଘଟଣା I ଆଜି ପୂର୍ବାହ୍ନ ୧୧ ଟାରେ ମୟୁରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଘାଟିରେ ଯାତ୍ରାପାର୍ଟି ଟ୍ରକ ଖସି ୬ ଜଣଙ୍କର ମୃତ୍ୟୁ ହେବା ସହିତ ୧୨ ରୁ ଉର୍ଧ୍ଵ ବ୍ୟକ୍ତି ଆହତ ହୋଇଛନ୍ତି I ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହିତ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି I ଏହାସହିତ ମୃତକଙ୍କ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା […]

Samaya Live Picture
Published On

ଭୁବନେଶ୍ୱର : ଧଉଳି ଯାତ୍ରାପାର୍ଟି ଗାଡି ଦୁର୍ଘଟଣା I ଆଜି ପୂର୍ବାହ୍ନ ୧୧ ଟାରେ ମୟୁରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଘାଟିରେ ଯାତ୍ରାପାର୍ଟି ଟ୍ରକ ଖସି ୬ ଜଣଙ୍କର ମୃତ୍ୟୁ ହେବା ସହିତ ୧୨ ରୁ ଉର୍ଧ୍ଵ ବ୍ୟକ୍ତି ଆହତ ହୋଇଛନ୍ତି I ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହିତ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି I ଏହାସହିତ ମୃତକଙ୍କ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ଅମର ଆତ୍ମାର ସଦଗତି କାମନା କରିବା ସହିତ ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Tags: