ଚାଲିଛି ଗଣତି ଓଡ଼ିଶାରେ ବିଜେପି ଆଗୁଆ
ଭୁବନେଶ୍ୱର : ଚାଲିଛି ଭୋଟ୍ ଗଣତି, ଆସୁଛି ଟ୍ରେଣ୍ଡ । ବର୍ତ୍ତମାନ ସୁଦ୍ଧା ଟ୍ରେଣ୍ଡରେ, ରାଜ୍ୟରେ ବିଜେପି ଆଗରେ ଚାଲୁଥିବାବେଳେ, ପଛରେ ପଡିଛି ବିଜେଡି । ୧୪୭ ବିଧାନସଭା ଆସନରୁ ୯୪ ବିଧାନସଭା କ୍ଷେତ୍ରର ଟ୍ରେଣ୍ଡ ସାମ୍ନାକୁ ଆସିଥିବାବେଳେ, ତା ଭିତରୁ ୭୧ ଟି ସିଟରେ ଆଗୁଆ ଅଛନ୍ତି ବିଜେପି ପ୍ରାର୍ଥୀ । ସେହିପରି ୪୭ ଆସନରେ ବିଜେଡି ପ୍ରାର୍ଥୀ ଏବଂ ୭ଟି ଆସନରେ କଂଗ୍ରେସ ପ୍ରାର୍ଥୀ ଆଗରେ ରହିଛନ୍ତି । ଘଷିପୁରା ଆସନରେ ସ୍ୱାଧୀନ ପ୍ରାର୍ଥୀ […]
ଭୁବନେଶ୍ୱର : ଚାଲିଛି ଭୋଟ୍ ଗଣତି, ଆସୁଛି ଟ୍ରେଣ୍ଡ । ବର୍ତ୍ତମାନ ସୁଦ୍ଧା ଟ୍ରେଣ୍ଡରେ, ରାଜ୍ୟରେ ବିଜେପି ଆଗରେ ଚାଲୁଥିବାବେଳେ, ପଛରେ ପଡିଛି ବିଜେଡି । ୧୪୭ ବିଧାନସଭା ଆସନରୁ ୯୪ ବିଧାନସଭା କ୍ଷେତ୍ରର ଟ୍ରେଣ୍ଡ ସାମ୍ନାକୁ ଆସିଥିବାବେଳେ, ତା ଭିତରୁ ୭୧ ଟି ସିଟରେ ଆଗୁଆ ଅଛନ୍ତି ବିଜେପି ପ୍ରାର୍ଥୀ । ସେହିପରି ୪୭ ଆସନରେ ବିଜେଡି ପ୍ରାର୍ଥୀ ଏବଂ ୭ଟି ଆସନରେ କଂଗ୍ରେସ ପ୍ରାର୍ଥୀ ଆଗରେ ରହିଛନ୍ତି । ଘଷିପୁରା ଆସନରେ ସ୍ୱାଧୀନ ପ୍ରାର୍ଥୀ ସୌମ୍ୟରଞ୍ଜନ ପଟ୍ଟନାୟକ ଆଗୁଆ ରହିଛନ୍ତି ।
ଓଡ଼ିଶା ବିଧାନସଭା ନିର୍ବାଚନ ଫଳାଫଳ ୨୦୨୪
ଆଗୁଆ/ବିଜୟୀ: ୧୩୬/ ମୋଟ:୧୪୭
ଦଳ ଆଗୁଆ ବିଜୟୀ ମୋଟ
ଭାଜପା ୭୧ ୦ ୭୧
ବିଜେଡି ୪୭ ୦ ୪୯
କଂଗ୍ରେସ ୧୩ ୦ ୧୩
ଅନ୍ୟାନ୍ୟ ୩ ୦ ୩




