ଜନତା ମଇଦାନ ପହଁଚିଲେ ରାଷ୍ଟ୍ରପତି
ଭୁବନେଶ୍ୱର : ରାଜଭବନରୁ ବାହାରି ଜନତା ମଇଦାନରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଶୁକ୍ରବାର ରାଷ୍ଟ୍ରପତି ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଆଜି ଉଦ୍ଯାପନୀ ଉତ୍ସବରେ ରାଷ୍ଟ୍ରପତି ଯୋଗ ଦେଇ ସମାରୋହରେ ପ୍ରବାସୀଙ୍କ ଅବଦାନ ସମ୍ପର୍କରେ ଅଭିଭାଷଣ ରଖିବା ସହ କିଛି ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କରିବେ। ୩ ଦିନ ଧରି ଭୁବନେଶ୍ୱରରେ ଏକାଠି ହୋଇଛନ୍ତି ପ୍ରବାସୀ।

Tags: