ପୂର୍ବତନ ଜିଲ୍ଲାପାଳଙ୍କୁ ହାଇକୋର୍ଟଙ୍କ ବାଲିଛାଟ,ସାନି ସତ୍ୟପାଠ ଦାଖଲ ପାଇଁ ନିର୍ଦେଶ

କଟକ : ପୂର୍ବତନ ଜିଲ୍ଲାପାଳଙ୍କୁ ହାଇକୋର୍ଟଙ୍କ ଭତ୍ସନା । ବେଆଇନ ବାଲି ଚାଲାଣ ମାମଲାରେ କଟକ ପୂର୍ବତନ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀଙ୍କ ପ୍ରତି କ୍ଷୁବ୍ଧ ହୋଇଛନ୍ତି ହାଇକୋର୍ଟ । ବାଲି ପରିବହନ ନେଇ ଜିଲ୍ଲାପାଳଙ୍କ ସତ୍ୟପାଠ ମିଥ୍ୟା ଥିବା କୋର୍ଟ କହିଛନ୍ତି । ତେଣୁ ଏଥିପାଇଁ ତାଙ୍କ ପ୍ରତି ଦୃଷ୍ଟାନ୍ତମୂଳକ ପଦକ୍ଷେପ ନିଆଯିବା ଉଚିତ୍‌ ବୋଲି କୋର୍ଟ କହିଛନ୍ତି । ମହାନଦୀ ଓ କାଠଯୋଡିରୁ ବେଆଇନ୍‌ ବାଲି ଉଠାଣକୁ ନେଇ ମାମଲା ହୋଇଥିଲା I ଲିଜ୍‌ଧାରୀଙ୍କ […]

Samaya Live Picture
Published On

କଟକ : ପୂର୍ବତନ ଜିଲ୍ଲାପାଳଙ୍କୁ ହାଇକୋର୍ଟଙ୍କ ଭତ୍ସନା । ବେଆଇନ ବାଲି ଚାଲାଣ ମାମଲାରେ କଟକ ପୂର୍ବତନ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀଙ୍କ ପ୍ରତି କ୍ଷୁବ୍ଧ ହୋଇଛନ୍ତି ହାଇକୋର୍ଟ । ବାଲି ପରିବହନ ନେଇ ଜିଲ୍ଲାପାଳଙ୍କ ସତ୍ୟପାଠ ମିଥ୍ୟା ଥିବା କୋର୍ଟ କହିଛନ୍ତି । ତେଣୁ ଏଥିପାଇଁ ତାଙ୍କ ପ୍ରତି ଦୃଷ୍ଟାନ୍ତମୂଳକ ପଦକ୍ଷେପ ନିଆଯିବା ଉଚିତ୍‌ ବୋଲି କୋର୍ଟ କହିଛନ୍ତି ।

ମହାନଦୀ ଓ କାଠଯୋଡିରୁ ବେଆଇନ୍‌ ବାଲି ଉଠାଣକୁ ନେଇ ମାମଲା ହୋଇଥିଲା I ଲିଜ୍‌ଧାରୀଙ୍କ ପାଇଁ ପ୍ରଶାସନ ଲୋକଙ୍କ ସ୍ୱାର୍ଥକୁ ଆଖି ବୁଜିଥିବା ଅଭିଯୋଗ ହୋଇଥିଲା । ଏନେଇ ହାଇକୋର୍ଟ ଜିଲ୍ଲା ପ୍ରଶାସନ ଠାରୁ ସତ୍ୟପାଠ ମାଗିଥିଲେ । ଏଭଳି ହେଉନଥିବା ଓ ଯାହା କିଛି ଘଟିଛି,ଫାଇନ୍‌ ହୋଇଥିବା ପ୍ରଶାସନ କହିଥିଲା । ପ୍ରଶାସନର ଏଭଳି ସତ୍ୟପାଠରେ ହାଇକୋର୍ଟ ଭୀଷଣ କ୍ଷୁବ୍ଧ ହୋଇଥିଲେ ।

Tags: