ପୋଷ୍ଟାଲ ବାଲଟ ପେପରରେ ଭୋଟ ଦେବେ ସାମ୍ବାଦିକ

ଭୁବନେଶ୍ୱର : ପୋଷ୍ଟାଲ ବାଲାଟରେ ଭୋଟ ଦେଇପାରିବେ କାର୍ଯ୍ୟରତ ସାମ୍ବାଦିକ । କାର୍ଯ୍ୟରତ ସାମ୍ବାଦିକଙ୍କ ପାଇଁ ପୋଷ୍ଟାଲ ବାଲାଟ ବ୍ୟବସ୍ଥା କଲେ ଇସିଆଇ । ଏଥିପାଇଁ ନିଜ ନିର୍ବାଚନ ମଣ୍ଡଳୀ ରିଟର୍ଣ୍ଣିଂ ଅଫିସରଙ୍କଠାରେ ଆବେଦନ କରିବା ଜରୁରୀ । ରିଟର୍ଣ୍ଣିଂ ଅଫିସର ଆବେଦନକାରୀଙ୍କ ଆକ୍ରେଡିସନ ଯାଞ୍ଚ କରିବେ । ଆକ୍ରେଡିସନ ଯାଞ୍ଚ ପରେ ଯଥା ସମୟରେ ପୋଷ୍ଟାଲ ବାଲାଟ ପହଞ୍ଚିବ । ପୋଷ୍ଟାଲ ବାଲାଟରେ ଭୋଟ ଦେଇ ରିଟର୍ଣ୍ଣିଂ ଅଫିସରଙ୍କୁ ପଠାଇ ପାରିବେ ।

Samaya Live Picture
Published On

Tags: