ବଡ଼ ସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର
ଆଠଗଡ଼ : ଆଜି ପବିତ୍ର କାର୍ତ୍ତିକ ମାସର ତୃତୀୟ ସୋମବାର ଓ ସଂକ୍ରନ୍ତି । ଚଳଚଞ୍ଚଳ ଆଠଗଡର ପ୍ରସିଦ୍ଧ ବାବା ଧବଳେଶ୍ୱରଙ୍କ ପୀଠ । ବଡ଼ସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର । ଭୋର୍ ୪ ଟାରୁ ଦ୍ୱାର ଫିଟାଯାଇ ୧୦୮ଗରା ସୁବାସିତ ଜଳରେ ବାବାଙ୍କୁ ସ୍ନାନ କରାଯାଉଛି । ବାବାଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି । ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଳୁଙ୍କ ପାଇଁ ଧାଡି ଦର୍ଶନର ବ୍ୟବସ୍ଥା କରାଯାଇଛି ।
Tags:




