ବଦଳିଲେ କଟକ ଜିଲ୍ଲାପାଳ
କଟକ : ବଦଳିଲେ କଟକ ଜିଲ୍ଲାପାଳ । କଟକ ଜିଲ୍ଲାପାଳ ଥିବା ଭବାନୀ ଶଙ୍କର ଚୟନୀଙ୍କୁ ବଦଳି କରାଯାଇଛି। ତାଙ୍କୁ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକ ଭାବେ ଦାୟିତ୍ବ ପ୍ରଦାନ କରଯାଇଛି। ନରହରି ସେଠୀଙ୍କୁ କଟକ ନୂତନ ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି । ସେ ଏବେ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ ଅଛନ୍ତି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ଏହି ନିର୍ଦ୍ଦେଶ ଜାରି କରାଯାଇଛି।

Tags: