ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ସ୍ୱାଗତ କଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ସମେତ ବିଶିଷ୍ଟ ବ୍ୟକ୍ତି

Edited by Papu Mohanty ଭୁବନେଶ୍ୱର: May 22:ବାତ୍ୟା ଅମ୍ପନର କ୍ଷୟକ୍ଷତି ପରିଦର୍ଶନ ପାଇଁ ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ୱ୍ୱତନ୍ତ୍ର ବିମାନ ଯୋଗେ ସେ ଭୁବନେଶ୍ୱରରେ ପହଞ୍ଚିଛି ଥିଲେ । ଭୁବନେଶ୍ୱରରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀଙ୍କୁ ସ୍ୱ୍ୱାଗତ କରିବା ପାଇଁ ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ଡିଜିପି ଅଭୟ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ରାଜ୍ୟ […]

Samaya Live Picture
Published On

Edited by Papu Mohanty

ଭୁବନେଶ୍ୱର: May 22:ବାତ୍ୟା ଅମ୍ପନର କ୍ଷୟକ୍ଷତି ପରିଦର୍ଶନ ପାଇଁ ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ୱ୍ୱତନ୍ତ୍ର ବିମାନ ଯୋଗେ ସେ ଭୁବନେଶ୍ୱରରେ ପହଞ୍ଚିଛି ଥିଲେ । ଭୁବନେଶ୍ୱରରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀଙ୍କୁ ସ୍ୱ୍ୱାଗତ କରିବା ପାଇଁ ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ଡିଜିପି ଅଭୟ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ରାଜ୍ୟ ସଭାପତି ସମୀର ମହାନ୍ତି, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, ମନମୋହନ ସାମଲ ପ୍ରମୁଖ ଉପସ୍ଥିତ ପ୍ରଧାନମନ୍ତ୍ରୀଙ୍କୁ ସ୍ୱ୍ୱାଗତ କରିଥିଲେ ।