ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ବାଧୀକାର ଭଙ୍ଗ ନୋଟିସ
ଭୁବନେଶ୍ୱର : ଆଜି ରାଜ୍ୟ ବିଧାନସଭାର ୪ର୍ଥ ଦିବସ I ଆଜି ଗୃହରେ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ବାଧୀକାର ଭଙ୍ଗ ନୋଟିସ ଅଣାଯାଇଛି I ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ବିରୋଧରେ ସ୍ବାଧୀକାର ଭଙ୍ଗ ନୋଟିସ ଆଣିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ I ଗତ ୨୫ ତାରିଖରେ ବିଧାନ ସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତିକୁ ନେଇ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ଏହି ନୋଟିସ ଆଣିଛନ୍ତି I ମୁଖ୍ୟମନ୍ତ୍ରୀ ଗୃହରେ ଦେଇଥିବା ବିବୃତିରେ ୫ଟି ସଚିବଙ୍କୁ ଘଣ୍ଟ […]
ଭୁବନେଶ୍ୱର : ଆଜି ରାଜ୍ୟ ବିଧାନସଭାର ୪ର୍ଥ ଦିବସ I ଆଜି ଗୃହରେ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ବାଧୀକାର ଭଙ୍ଗ ନୋଟିସ ଅଣାଯାଇଛି I ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ବିରୋଧରେ ସ୍ବାଧୀକାର ଭଙ୍ଗ ନୋଟିସ ଆଣିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ I ଗତ ୨୫ ତାରିଖରେ ବିଧାନ ସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତିକୁ ନେଇ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ଏହି ନୋଟିସ ଆଣିଛନ୍ତି I ମୁଖ୍ୟମନ୍ତ୍ରୀ ଗୃହରେ ଦେଇଥିବା ବିବୃତିରେ ୫ଟି ସଚିବଙ୍କୁ ଘଣ୍ଟ ଘୋଡ଼ାଉଥିବା ନେଇ କହିଛନ୍ତି ମୋହନ ମାଝୀ I ତେଣୁ ଏହି ବିବୃତ୍ତିକୁ ନେଇ ଗୃହରେ ମୁଖ୍ୟମନ୍ତ୍ରୀ କ୍ଷମା ମାଗନ୍ତୁ ବୋଲି କହିଛନ୍ତି ମୋହନ ମାଝୀ I




