ମେ ୬ରୁ OJEE ,ଆଜିଠାରୁ ଆରମ୍ଭ ହେଲା ରେଜିଷ୍ଟ୍ରେସନ

ଭୁବନେଶ୍ୱର : ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା OJEE ପାଇଁ ହେଲା ତାରିଖ ଘୋଷଣା I ମେ ମାସ ୬ ରୁ ୧୦ ତାରିଖ ଯାଏଁ ଅନୁଷ୍ଠିତ ହେବ ପରୀକ୍ଷା I ସେଥିପାଇଁ ଆଜିଠାରୁ ମାର୍ଚ୍ଚ ୧୫ ଯାଏଁ ରେଜିଷ୍ଟ୍ରେସନ ଆରମ୍ଭ ହୋଇଛି I OJEE ପରୀକ୍ଷା ପାଇଁ ରାଜ୍ୟରେ ୩୦ ଟି ପରୀକ୍ଷା କେନ୍ଦ୍ର କରାଯାଇଥିବାବେଳେ ରାଜ୍ୟ ବାହାରେ ୩ ଟି ସ୍ଥାନରେ ପରୀକ୍ଷା କେନ୍ଦ୍ର କରାଯାଇଛି I

Samaya Live Picture
Published On

Tags: