୨ ଦିନିଆ ଓଡିଶା ଗସ୍ତରେ ଆସି ପହଁଚିଲେ କେନ୍ଦ୍ରମନ୍ତ୍ରୀ ସତିଶ ଚନ୍ଦ୍ର ଦୁବେ
ଭୁବନେଶ୍ୱର : ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର କୋଇଲା ଓ ଖଣି ସ୍ଵରାଷ୍ଟ୍ରମନ୍ତ୍ରୀ । ଶନିବାର ସକାଳେ ଆଜି ସକାଳେ କେନ୍ଦ୍ରମନ୍ତ୍ରୀ ସତିଶ ଚନ୍ଦ୍ର ଦୁବେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହି ଅବସରରେ ସେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ପୂର୍ବ ସରକାର ଏବେ ସରକାର ମଧ୍ୟରେ ବହୁତ ତଫାତ ଅଛି। କୌଣସି ରାଜ୍ୟକୁ ଅବହେଳା କରାଯିବନି। ହକ୍ ଅନୁସାରେ ସବୁ ମିଳିବ। କୋଇଲା ଖଣି ରୟାଲିଟି ଉପରେ ନୀତି ଆୟୋଗ ବୈଠକରେ ନିଷ୍ପତ୍ତି ହେବ। ଭୁବନେଶ୍ବରରେ […]
ଭୁବନେଶ୍ୱର : ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର କୋଇଲା ଓ ଖଣି ସ୍ଵରାଷ୍ଟ୍ରମନ୍ତ୍ରୀ । ଶନିବାର ସକାଳେ ଆଜି ସକାଳେ କେନ୍ଦ୍ରମନ୍ତ୍ରୀ ସତିଶ ଚନ୍ଦ୍ର ଦୁବେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହି ଅବସରରେ ସେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ପୂର୍ବ ସରକାର ଏବେ ସରକାର ମଧ୍ୟରେ ବହୁତ ତଫାତ ଅଛି। କୌଣସି ରାଜ୍ୟକୁ ଅବହେଳା କରାଯିବନି। ହକ୍ ଅନୁସାରେ ସବୁ ମିଳିବ। କୋଇଲା ଖଣି ରୟାଲିଟି ଉପରେ ନୀତି ଆୟୋଗ ବୈଠକରେ ନିଷ୍ପତ୍ତି ହେବ।
ଭୁବନେଶ୍ବରରେ ପହଁଚିବା ପରେ,ସମ୍ବଲପୁର ଏବଂ ଅନୁଗୁଳରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ସୂଚନା ରହିଛି। ଆଜି ପ୍ରଥମେ ଭୁବନେଶ୍ବର ସ୍ଥିତ ନାଲକୋ କର୍ପୋରେଟ ଅଫିସରେ ସମୀକ୍ଷା ବୈଠକରେ ଯୋଗ ଦେବେ। ଏହାପରେ ସେ ଅନୁଗୁଳ ଗସ୍ତରେ ଯାଇ ସେଠାରେ ସ୍ମେଲ୍ଟର ପ୍ଲାଣ୍ଟ ପରିଦର୍ଶନ କରିବା ସହିତ ୨୮ ତାରିଖ ଦିନ ସମ୍ବଲପୁରରେ ଏକାଧିକ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ ।




