ଆମ୍ବ ଟାକୁଆ ଜାଉ ଖାଇ ୨ ମୃତ,୬ ଗୁରୁତର

ଦାରିଂବାଡ଼ି : ଆମ୍ବ ଟାକୁଆ ନେଲା ୨ ଜୀବନ । ଆମ୍ବ ଟାକୁଆ ଯାଉ ଖାଇ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଗଦାପୁର ମଣ୍ଡିପଙ୍କା ଗାଁରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୬ ଜଣ ଗୁରୁତର ଅସୁସ୍ଥ ହୋଇଛନ୍ତି । ମୃତକମାନେ ହେଲେ ରମିତା ପାଟ ମାଝୀ (୨୭) ଓ ରୁନୁ ମାଝୀ। ସୂଚନାଯୋଗ୍ୟ ଯେ, କନ୍ଧମାଳ ଜିଲ୍ଲା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗାଁରେ ଆମ୍ବ ଟାକୁଆ ଯାଉ ଖାଇ ୨ ଜଣଙ୍କର […]

Samaya Live Picture
Published On

ଦାରିଂବାଡ଼ି : ଆମ୍ବ ଟାକୁଆ ନେଲା ୨ ଜୀବନ । ଆମ୍ବ ଟାକୁଆ ଯାଉ ଖାଇ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଗଦାପୁର ମଣ୍ଡିପଙ୍କା ଗାଁରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୬ ଜଣ ଗୁରୁତର ଅସୁସ୍ଥ ହୋଇଛନ୍ତି । ମୃତକମାନେ ହେଲେ ରମିତା ପାଟ ମାଝୀ (୨୭) ଓ ରୁନୁ ମାଝୀ।

ସୂଚନାଯୋଗ୍ୟ ଯେ, କନ୍ଧମାଳ ଜିଲ୍ଲା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗାଁରେ ଆମ୍ବ ଟାକୁଆ ଯାଉ ଖାଇ ୨ ଜଣଙ୍କର ମୃତ୍ୟୁ ଅଭିଯୋଗ ହୋଇଛି । ଅନ୍ୟ ୬ ଜଣ ଏବେ ଗୁରୁତର ଥିବା ଗ୍ରାମବାସୀଙ୍କ ପକ୍ଷରୁ ସୂଚନା ରହିଛି । ଅସୁସ୍ଥ ମାନଙ୍କୁ ପ୍ରଥମେ ବ୍ରାହ୍ମଣୀଗାଁ ସ୍ୱାସ୍ଥ୍ୟରେ ଭର୍ତି କରାଯାଇଥିଲା ତେବେ ସେଠାରେ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

Tags: