ହୀରାକୁଦ ଜଳଭଣ୍ଡାରର ଖୋଲିଲା ୩ଟି ଗେଟ

ସମ୍ବଲପୁର : ହୀରାକୁଦ ଜଳଭଣ୍ଡାରରେ ବଢିବାରେ ଲାଗିଛି ଜଳସ୍ତର। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରର ଆଉ ୩ଟି ଗେଟ ଖୋଲାଯାଇଛି I ଫଳରେ ବର୍ତ୍ତମାନ ମୋଟ ୧୦ଟି ଗେଟ ଦେଇ ଜଳ ନିଷ୍କାସନ ଚାଲିଛି I ସୂଚନାନୁସାରେ,ଆଜି ସକାଳ ୯ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୯.୬୫ ଫୁଟ ରହିଥିଲା ଇ ପ୍ରତି ସେକେଣ୍ଡରେ ଜଳ ଭଣ୍ଡାର ଭିତରକୁ ୧ ଲକ୍ଷ ୧୬ ହଜାର ୮୮ କ୍ୟୁସେକ ପ୍ରବେଶ କରୁଥିବାବେଳେ ପ୍ରତି ସେକେଣ୍ଡରେ ଲକ୍ଷ ୫୪ ହଜାର […]

Samaya Live Picture
Published On

ସମ୍ବଲପୁର : ହୀରାକୁଦ ଜଳଭଣ୍ଡାରରେ ବଢିବାରେ ଲାଗିଛି ଜଳସ୍ତର। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରର ଆଉ ୩ଟି ଗେଟ ଖୋଲାଯାଇଛି I ଫଳରେ ବର୍ତ୍ତମାନ ମୋଟ ୧୦ଟି ଗେଟ ଦେଇ ଜଳ ନିଷ୍କାସନ ଚାଲିଛି I

ସୂଚନାନୁସାରେ,ଆଜି ସକାଳ ୯ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୯.୬୫ ଫୁଟ ରହିଥିଲା ଇ ପ୍ରତି ସେକେଣ୍ଡରେ ଜଳ ଭଣ୍ଡାର ଭିତରକୁ ୧ ଲକ୍ଷ ୧୬ ହଜାର ୮୮ କ୍ୟୁସେକ ପ୍ରବେଶ କରୁଥିବାବେଳେ ପ୍ରତି ସେକେଣ୍ଡରେ ଲକ୍ଷ ୫୪ ହଜାର ୨୦୭ କ୍ୟୁସେକ ଜଳ ନିଷ୍କାସିତ ହେଉଛି I

Tags: