ତୃତୀୟ ପର୍ଯ୍ୟାୟ ନିର୍ବାଚନ,ଦିନ ୫ଟା ସୁଦ୍ଧା ୫୯ ଦଶମିକ ୬୦ ପ୍ରତିଶତ ମତଦାନ
ଭୁବନେଶ୍ୱର : ଆଜି ରାଜ୍ୟରେ ଅନୁଷ୍ଠିତ ହୋଇଯାଇଛି ତୃତୀୟ ପର୍ଯ୍ୟାୟ ମତଦାନ । ୬ ଲୋକସଭା ଆସନ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ହୋଇଛି । ସନ୍ଧ୍ୟା ୫ଟା ସୁଦ୍ଧା ରାଜ୍ୟରେ ୫୯.୬୦%ପ୍ରତିଶତ ମତଦାନ ହୋଇଥିବା ଜଣାପଡିଛି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ଭୁବନେଶ୍ୱର ଲୋକସଭା କ୍ଷେତ୍ରରେ ସବୁଠୁ କମ୍ ୩୩ […]
ଭୁବନେଶ୍ୱର : ଆଜି ରାଜ୍ୟରେ ଅନୁଷ୍ଠିତ ହୋଇଯାଇଛି ତୃତୀୟ ପର୍ଯ୍ୟାୟ ମତଦାନ । ୬ ଲୋକସଭା ଆସନ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ହୋଇଛି । ସନ୍ଧ୍ୟା ୫ଟା ସୁଦ୍ଧା ରାଜ୍ୟରେ ୫୯.୬୦%ପ୍ରତିଶତ ମତଦାନ ହୋଇଥିବା ଜଣାପଡିଛି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ଭୁବନେଶ୍ୱର ଲୋକସଭା କ୍ଷେତ୍ରରେ ସବୁଠୁ କମ୍ ୩୩ ପ୍ରତିଶତ ଭୋଟିଂହୋଇଥିବାବେଳେ ଦେବଗଡ଼ରେ ସର୍ବାଧିକ ୬୭ ପ୍ରତିଶତ ମତଦାନ ହୋଇଛି। ସେପଟେ ୱେବକାଷ୍ଟିଂରେ ବୁଥ ମନିଟରିଂ କରୁଛନ୍ତି ରାଜ୍ୟ ନିର୍ବାଚନ ଅଧିକାରୀ ।




