ପିଲାଙ୍କ ମଧ୍ୟାହ୍ନ ଭୋଜନରେ ବାହାରିଲା ଝିଟିପିଟି
କଣ୍ଟାବାଞ୍ଜି: ମଧ୍ୟାହ୍ନ ଭୋଜନ ଖାଇ ସ୍କୁଲ ପିଲା ଅସୁସ୍ଥ। ମଧ୍ୟାହ୍ନ ଭୋଜନରୁ ବାହାରିଲା ଝିଟିପିଟି। ଏହି ଖାଦ୍ୟ ଖାଇ ପିଲାମାନେ ଅସୁସ୍ଥ ହୋଇ ପଡିଥିବା ଜଣା ପଡିଛି । ଏଭଳି ଘଟଣା ଘଟିଛି ଟିଟିଲାଗଡ଼ ଉପଖଣ୍ଡ ଅନ୍ତର୍ଗତ ମୁରିବାହାଲ ବ୍ଲକ ବଡ଼ତେନ୍ତୁଳୀଖୁଣ୍ଟି ଗ୍ରାମର ଉଚ୍ଚ ବିଦ୍ୟାଳୟରେ । ଅସୁସ୍ଥ ଛାତ୍ରଛାତ୍ରୀଙ୍କୁ ଟିଟିଲାଗଡ଼ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଖବର ଜଣା ପଡିବା ପରେ ଅବିଭାବକ ମହଲରେ ଉତ୍ତେଜନା ପ୍ରକାଶ ପାଇଛି ।

Tags: