୨୮ରେ ଓଡିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ସାହା

ଭୁବନେଶ୍ୱର:୨୮ ସନ୍ଧ୍ୟାରେ ଭୁବନେଶ୍ବର ଗସ୍ତରେ ଆସିବେ କେନ୍ଦ୍ରଗୃହ ମନ୍ତ୍ରୀ ଅମିତ ସାହା । ତେବେ ଏହି କାର୍ଯ୍ୟକ୍ରମରେ ସମ୍ବଲପୁର ଗସ୍ତ ନାହିଁ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର। ୨୯ ତାରିଖ ସକାଳେ ଭୁବନେଶ୍ଵରରେ ରହି ଦିଲ୍ଲୀ ରାଷ୍ଟ୍ରୀୟ ବିଜେପି କାର୍ଯ୍ୟଳୟରେ ହେବାକୁ ଥିବା ବୈଠକରେ ଭିସି ମାଧ୍ୟମରେ ଯୋଗଦେବେ । ସେହି ବୈଠକରେ ସବୁ ରାଜ୍ୟର ସଭାପତି, ସଙ୍ଗଠନ ମହା ମନ୍ତ୍ରୀ, ପ୍ରଭାରୀ, ସହ ପ୍ରଭାରୀ ଓ ରାଷ୍ଟ୍ରୀୟ ପଦାଧିକାରୀ […]

Samaya Live Picture
Published On

ଭୁବନେଶ୍ୱର:୨୮ ସନ୍ଧ୍ୟାରେ ଭୁବନେଶ୍ବର ଗସ୍ତରେ ଆସିବେ କେନ୍ଦ୍ରଗୃହ ମନ୍ତ୍ରୀ ଅମିତ ସାହା । ତେବେ ଏହି କାର୍ଯ୍ୟକ୍ରମରେ ସମ୍ବଲପୁର ଗସ୍ତ ନାହିଁ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର। ୨୯ ତାରିଖ ସକାଳେ ଭୁବନେଶ୍ଵରରେ ରହି ଦିଲ୍ଲୀ ରାଷ୍ଟ୍ରୀୟ ବିଜେପି କାର୍ଯ୍ୟଳୟରେ ହେବାକୁ ଥିବା ବୈଠକରେ ଭିସି ମାଧ୍ୟମରେ ଯୋଗଦେବେ । ସେହି ବୈଠକରେ ସବୁ ରାଜ୍ୟର ସଭାପତି, ସଙ୍ଗଠନ ମହା ମନ୍ତ୍ରୀ, ପ୍ରଭାରୀ, ସହ ପ୍ରଭାରୀ ଓ ରାଷ୍ଟ୍ରୀୟ ପଦାଧିକାରୀ ମାନେ ଉପସ୍ଥିତ ରହିବେ । କଳିଙ୍ଗ ଷ୍ଟାଡିୟମ ଠାରେ ଏକ କାର୍ଯ୍ୟକ୍ରମ ରହିଛି । ଯେଉଁଠି ଦଳର ବିଧାୟକ ଏବଂ କାର୍ଯ୍ୟକର୍ତ୍ତାଙ୍କ ସହ ଶାହା ଆଲୋଚନା କରିପାରନ୍ତି ବୋଲି ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର କହିଛନ୍ତି।

Tags: