ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହେବ ମନ୍ତ୍ରୀ ପରିଷଦର ଗୁରୁତ୍ତ୍ୱପୂର୍ଣ୍ଣ ବୈଠକ

ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହେବ ମନ୍ତ୍ରୀ ପରିଷଦର ଗୁରୁତ୍ତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର :  ଆଜି ସନ୍ଧ୍ୟାରେ ବସିବ ରାଜ୍ୟ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ । । ୨୦୨୬-୨୭ ଆର୍ଥିକ ବର୍ଷର ବଜେଟ ଚିଠା ପ୍ରସ୍ତାବକୁ ଆଜି ମୋହର ମାରିବ ମନ୍ତ୍ରୀ ପରିଷଦ । ୨୦୨୬-୨୭ ଆର୍ଥିକ ବର୍ଷ ବଜେଟ ଚିଠା ପ୍ରସ୍ତାବକୁ ଏହି ବୈଠକରେ ମିଳିବ ଅନୁମୋଦନ । ସେହିପରି ଶନିବାର ସଂଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିବ ଏହି କ୍ୟାବିନେଟ ବୈଠକ । ତେବେ ବସିବାକୁ ଥିବା କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ ।
 

ସମ୍ବନ୍ଧିତ ଖବର ନିର୍ବାଚନ ଲଢ଼ିବେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ

 

ସମ୍ବନ୍ଧିତ ଖବର ରାଜ୍ୟ ମହିଳା ଆୟୋଗର ୩୩ତମ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମକୁ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

Tags: