ଆସୁଛି ଆଉ ଏକ ଲଘୁଚାପ, ୨୯ରେ ଅବପାତ ସମ୍ଭାବନା

ଭୁବନେଶ୍ୱର :ଚଳିତ ମାସ ଶେଷ ବେଳକୁ ଆଉ ଏକ ଲଘୁଚାପ ସମ୍ଭାବନା I ୨୭ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ବବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ୨୭ ରେ #ଲଘୁଚାପ , ୨୯ରେ #ଅବପାତ ସମ୍ଭାବନା !! pic.twitter.com/fyx7wjT31z — Meteorological Centre, Bhubaneswar (@mcbbsr) November 24, 2023 ୨୬ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ […]

Samaya Live Picture
Published On

ଭୁବନେଶ୍ୱର :ଚଳିତ ମାସ ଶେଷ ବେଳକୁ ଆଉ ଏକ ଲଘୁଚାପ ସମ୍ଭାବନା I ୨୭ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ବବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ।


୨୬ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୨୭ ତାରିଖରେ ଲଘୁଚାପ ସୃଷ୍ଟି ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ୨୯ ବେଳକୁ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Tags: