ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ସମୀର ଦାଶଙ୍କୁ ନିଯୁକ୍ତି

ଭୁବନେଶ୍ୱର : ଓଏଏସ୍‌ ଅଫିସର ତଥା ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁବିକାଶ ବିଭାଗର ଅଣ୍ଡର ସେକ୍ଟ୍ରେଟାରି ସମୀର ଦାଶ ଯିଏ କି ପୂର୍ବରୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅଫିସରରେ ନିଯୁକ୍ତି ପାଇଥିଲେ ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନୂଆ ଦାୟିତ୍ୱ ଦିଆଯାଇଛି। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Samaya Live Picture
Published On

Tags: